ପୂର୍ବତନ ଜେଡିୟୁ ବିଧାୟକ ରାଜୁ ସିଂହ ଗିରଫ

ନୂଆଦିଲ୍ଲୀ: ଜେଡିୟୁର ପୂର୍ବତନ ବିଧାୟକ ରାଜୁ ସିଂହ ଗିରଫ ହୋଇଛନ୍ତି। ଦିଲ୍ଲୀ ବସନ୍ତ କୁଞ୍ଜ ଫାର୍ମ ହାଉସ୍‌ରୁ ତାଙ୍କୁ ଗିରଫ କରିଛି ଦିଲ୍ଲୀ ପୁଲିସ୍।

ନୂଆବର୍ଷ ସେଲିବ୍ରେସନ୍ ବେଳେ ରାଜୁ ନିଜ ବନ୍ଧୁକରୁ ଫାଙ୍କା ଗୁଳି ଚଲାଇଥିଲେ। ଏହି ଗୁଳିଟି ନିକଟରେ ଥିବା ଜଣେ ମହିଳାଙ୍କ ଦେହରେ ବାଜିଥିଲା। ମହିଳା ଜଣଙ୍କ ଗଭୀର ଭାବେ ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି।

ଆହତ ମହିଳାଙ୍କ ସ୍ୱାମୀଙ୍କ ଅଭିଯୋଗ ଅନୁସାରେ ରାଜୁ ଦୁଇରୁ ତିନି ରାଉଣ୍ଡ ଗୁଳି ଚଲାଇଥିଲେ।

ତେବେ ସାଂସଦ ଚଳାଇଥିବା ଗୁଳି ମହିଳାଙ୍କ ଦେହରେ କିପରି ବାଜିଲା ସେ ନେଇ ପୁଲିସ୍ ଅଧିକ ଖୋଳତାଡ଼ କରୁଛି।

 

ଆହୁରି ପଢ଼ନ୍ତୁ

ମଦ ଢାଳି ଭୂମି ପୂଜନ କଲେ ବିଧାୟକ

ମୁଙ୍ଗେର ଗୁଳିକାଣ୍ଡ ପ୍ରତିବାଦରେ ବ୍ୟାପକ ହିଂସାକାଣ୍ଡ, ତଦନ୍ତ ନିର୍ଦ୍ଦେଶ ଦେଲେ ସିଇସି

ଫ୍ରାନ୍ସରେ ଆତଙ୍କବାଦୀ ଆକ୍ରମଣ

ବିବାଦୀୟ ମାନଚିତ୍ର ନେଇ ସଂସଦୀୟ କମିଟି ପାଖରେ କ୍ଷମା ମାଗିଲା ଟ୍ୱିଟର

ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ

ଜେଇଇ ମେନ୍‌ରେ ଟପ୍ କରିଥିବା ପରୀକ୍ଷାର୍ଥୀ ଗିରଫ

୬୫ ବର୍ଷରେ ବିବାହ କଲେ ବରିଷ୍ଠ ଓକିଲ ହରିଶ ସାଲ୍‌ଭେ

ଲ୍ୟାଣ୍ଡ ମାଇନ୍ସ ବିଛାଉଥିବାବେଳେ ବିସ୍ଫୋରଣ; ୧୨ରୁ ଅଧିକ ସେନା ମୃତ

୬୦ ବର୍ଷୀୟ ବୃଦ୍ଧଙ୍କ ଆଖିରୁ ବାହାରିଲା ୨୦ ଜୀବନ୍ତ କୃମି

ଭୟରେ ପାଦ ଥରୁଥିଲା, ଝାଳରେ ଭିଜି ଯାଇଥିଲେ ପାକ୍‌ ଆର୍ମି ଚିଫ୍, ଶେଷରେ ଅଭିନନ୍ଦନଙ୍କୁ ଛାଡି ଦେଇଥିଲେ

ବେଷ୍ଟ୍‌ କଷ୍ଟ୍ୟୁମ୍ ଡିଜାଇନର୍ ପୁରସ୍କାର ପାଇବେ ଏହି ଦିନ ମଜୁରିଆ

କରୋନା କାଳରେ ପୋଲିସ ଦମନଲୀଳାକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

You might also like