ଶସ୍ତା ହେଲା ଡିଜେଲ୍, କମିଲା ଭାଟ୍‌

ନୂଆଦିଲ୍ଲୀ: ଶସ୍ତା ହେଲା ଡିଜେଲ୍, କମିଲା ଭାଟ୍‌। ଦିଲ୍ଲୀ ସରକାର ଡିଜେଲ୍‌ ଉପରୁ ମୋଟା ଅଙ୍କର ଭାଟ୍ କାଟିଛନ୍ତି।

ଡିଜେଲ ଉପରୁ ଭାଟ୍ ୩୦%ରୁ ୧୬.୭୫%କୁ ହ୍ରାସ କରାଯାଇଛି। ଏ ନେଇ ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ ଘୋଷଣା କରିଛନ୍ତି।

ଭାଟ୍ କମିବା ପରେ ଡିଜେଲ ଲିଟର ପିଛା ୮ ଟଙ୍କା ୩୬ ପଇସା କମିଛି। ଫଳରେ ଦିଲ୍ଲୀରେ ଡିଜେଲ୍‌ ଦର ୮୨ ଟଙ୍କାରୁ ଖସି ୭୩ଟଙ୍କା ୬୪ ପଇସା ହୋଇଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦିଲ୍ଲୀ କ୍ୟାବିନେଟ୍‌ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ଆହୁରି ପଢ଼ନ୍ତୁ

ରାହୁଲ ଓ ପ୍ରିୟଙ୍କାଙ୍କ ନାଁରେ ଥାନାରେ ମାମଲା ରୁଜୁ

ଏମିତି ଅବସ୍ଥାରେ ଉଦ୍ଧାର ହେଲା ନାବାଳିକାଙ୍କ ମୃତଦେହ

ସିବିଆଇ ତଦନ୍ତ ଦାବି କଲେ ହାଥରସ ପୀଡ଼ିତାଙ୍କ ଭାଇ; କହିଲେ, ବାପା ଚାପରେ ବୟାନ ଦେଇଛନ୍ତି

ହାଥରସ ପୀଡ଼ିତା ବାପାକୁ ଧମକାଉଥିଲେ କି ଡିଏମ୍‌? ଭିଡିଓ ଭାଇରାଲ୍

ହାଥରସ ପୀଡ଼ିତାଙ୍କ ସହ ଦୁଷ୍କର୍ମ ହୋଇନି: ୟୁପି ପୋଲିସ

କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କୁ କରୋନା

ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତିରେ ମୁଁ ସନ୍ତୁଷ୍ଟ, ଏଥିପାଇଁ କାହାର ଧାରଣା ଦେବା ଆବଶ୍ୟକ ନାହିଁ: ହାଥରସ ପୀଡ଼ିତାଙ୍କ ବାପା

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୮ ହଜାର ପାର୍

ପୋଲିସ କର୍ମୀ ଅଟକାଉଥିବା ବେଳେ ଠେଲାପେଲାରେ ତଳେ ପଡ଼ିଗଲେ ରାହୁଲ ଗାନ୍ଧି

ପୁଣି ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଘଂନ; ୩ ଭାରତୀୟ ଯବାନ ସହିଦ

ଲକ୍‌ଡାଉନ୍ ବେଳେ ବୁକ୍‌ ହୋଇଥିବା ଟିକେଟ୍‌ର ପୂରା ଟଙ୍କା ଫେରସ୍ତ ପାଇବେ ଯାତ୍ରୀ

ମାରଣା ଷଣ୍ଢ କବଳରୁ ଜେଜେ ମା’ଙ୍କୁ ଉଦ୍ଧାର କଲା କୁନି ନାତି

You might also like