ଦେଶରେ ୨ଟି ସ୍ଥାନରେ ଭୂକମ୍ପର ଝଟ୍‌କା, ଲୋକେ ଆତଙ୍କିତ

ନୂଆଦିଲ୍ଲୀ: ସାରା ଦେଶ ଏବେ ମହାମାରୀ କରୋନା ବିରୋଧରେ ଲଢ଼େଇ କରୁଥିବା ବେଳେ ଆସାମରେ ବନ୍ୟା ସ୍ଥିତି ଅସମ୍ଭାଳ ରହିଛି। ୮୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୭୦ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ଏସବୁ ଭିତରେ ବାରମ୍ବାର ଭୂକମ୍ପର ଝଟ୍‌କା ଲୋକଙ୍କୁ ଆହୁରି ଭୟଭୀତ କରାଇଛି।

ଦେଶରେ ୨ଟି ସ୍ଥାନରେ ପୃଥକ ପୃଥକ ଭୂକମ୍ପ ହୋଇଛି। National Center for Seismology(NCS)ର ସୂଚନା ଅନୁସାରେ, ଆଜି ଭୋର ୫ଟା ୧୧ମିନିଟ୍‌ରେ ଜାମ୍ମୁ-କାଶ୍ମୀରର କତ୍ରାରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୩.୦ ଥିଲା। ହଠାତ୍‌ ଭୂକମ୍ପ ହେବା ଯୋଗୁ ଭୟରେ ଲୋକମାନେ ଘରୁ ବାହାରକୁ ଚାଲି ଆସିଥିଲେ। ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତିର ସୂଚନା ମିଳିପାରି ନାହିଁ।

ସେହିପରି ଗତକାଲି ବିଳମ୍ବିତ ରାତିରେ ମହାରାଷ୍ଟ୍ର ପାଲଘରରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ରିକ୍ଚର ସ୍କେଲରେ ଏହା ତୀବ୍ରତା ୩.୧ ରେକର୍ଡ କରାଯାଇଛି। ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୨୬ ମିନିଟ୍‌ରେ ଏହି ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଥିଲା।

ଆହୁରି ପଢ଼ନ୍ତୁ

ଗୋଟିଏ ପ୍ରଶ୍ନ ଦୀପିକାଙ୍କ ପାଇଁ ସାଜିଛି କଣ୍ଟା

ଦୀପିକା, ଶ୍ରଦ୍ଧା ଓ ସାରାଙ୍କୁ ଆଜି ଏନ୍‌ସିବିର ଜେରା

ସୁଶାନ୍ତ ସିଂ ମୃତ୍ୟୁ ମାମଲା; ’ମୁଖ୍ୟ ଅଭିଯୁକ୍ତଙ୍କୁ ଛାଡ଼ି ତଦନ୍ତ ଡ୍ରଗ୍ସ ଆଡ଼କୁ ମୁହାଁଉଛି କାହିଁକି ?’

କରୋନା ଆକ୍ରାନ୍ତ ବି ଦେବେ ଭୋଟ୍

ଲଦାଖରେ ବଡ଼ ଧରଣର ଭୂକମ୍ପ

୧୬ ବର୍ଷର ଝିଅ ଆକାଉଣ୍ଟରେ ୧୦ କୋଟି ଟଙ୍କା !

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଏନ୍‌କାଉଣ୍ଟରରେ ଦୁଇ ଲସ୍କର ଆତଙ୍କୀ ନିହତ

Bihar Election 2020 Date:୩ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ, ଭୋଟ୍‌ ଗ୍ରହଣ ସମୟ ସୀମା ୧ ଘଣ୍ଟା ବୃଦ୍ଧି

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦକ୍ଷିଣ କୋରିଆ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିବା ପରେ ଜାଳିଦେଲେ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

You might also like