ଭୂମିକମ୍ପ ଅନୁଭୂତ; ରିକ୍ଟର ସ୍କେଲ୍‌ରେ ତୀବ୍ରତା ୪.୩

ମୁମ୍ବାଇ: ମହାରାଷ୍ଟ୍ରରେ ଆଜି ଭୂମିକମ୍ପର ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୪.୩ ଥିଲା। ମହାରାଷ୍ଟ୍ରର ପାଲ୍‌ଘର ଜିଲ୍ଲାରେ ସକାଳ ୧୧ଟା ସମୟରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି।

ମୁମ୍ବାଇର କିଛି ସ୍ଥାନରେ ମଧ୍ୟ ଭୂମିକମ୍ପର ଝଟ୍‌କା ଅନୁଭୂତ ହୋଇଥିବା ସୂଚନା ମିଳିଛି।

ତେବେ ଭୂମିକମ୍ପରେ ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତି ହୋଇନଥିବା ଜଣାପଡ଼ିଛି। ଭୂମିକମ୍ପର କେନ୍ଦ୍ରସ୍ଥଳ ସମ୍ପର୍କରେ ମଧ୍ୟରେ କିଛି ଜଣାପଡ଼ିନାହିଁ।

ଆହୁରି ପଢ଼ନ୍ତୁ

ଜାତିସଂଘରେ ପାକିସ୍ତାନ ଉପରେ ବର୍ଷିଲା ଭାରତ: କହିଲା- ‘ନିର୍ଲଜ ଦେଶ ହିଁ ଏଭଳି ମତ ରଖିପାରେ’

ଭାରତର ବନ୍ଧୁ ବୋଲି ପୁଣି ଥରେ ପ୍ରମାଣିତ କଲା ମାଲଦୀପ

NCB ଅଫିସ୍‌ରେ ହାଜର ହେଲେ ଶ୍ରଦ୍ଧା, ସାରା

ଗୋଟିଏ ପ୍ରଶ୍ନ ଦୀପିକାଙ୍କ ପାଇଁ ସାଜିଛି କଣ୍ଟା

ଦୀପିକା, ଶ୍ରଦ୍ଧା ଓ ସାରାଙ୍କୁ ଆଜି ଏନ୍‌ସିବିର ଜେରା

ସୁଶାନ୍ତ ସିଂ ମୃତ୍ୟୁ ମାମଲା; ’ମୁଖ୍ୟ ଅଭିଯୁକ୍ତଙ୍କୁ ଛାଡ଼ି ତଦନ୍ତ ଡ୍ରଗ୍ସ ଆଡ଼କୁ ମୁହାଁଉଛି କାହିଁକି ?’

କରୋନା ଆକ୍ରାନ୍ତ ବି ଦେବେ ଭୋଟ୍

ଲଦାଖରେ ବଡ଼ ଧରଣର ଭୂକମ୍ପ

୧୬ ବର୍ଷର ଝିଅ ଆକାଉଣ୍ଟରେ ୧୦ କୋଟି ଟଙ୍କା !

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଏନ୍‌କାଉଣ୍ଟରରେ ଦୁଇ ଲସ୍କର ଆତଙ୍କୀ ନିହତ

Bihar Election 2020 Date:୩ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ, ଭୋଟ୍‌ ଗ୍ରହଣ ସମୟ ସୀମା ୧ ଘଣ୍ଟା ବୃଦ୍ଧି

You might also like