ଭୋରୁ ଭୋରୁ ଭୂକମ୍ପର ଝଟ୍‌କା, ଲୋକେ ଆତଙ୍କିତ

ଶ୍ରୀନଗର: ଜାମ୍ମୁ ଓ କାଶ୍ମୀରର ପହଲଗାମ୍ ଅଞ୍ଚଳରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଆଜି ଭୋର ୪ଟା ୨୯ ମିନିଟ୍‌ ସମୟରେ ଏହି ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଥିଲା।

ରିକ୍ଟର ସ୍କେଲ୍‌ରେ ଭୂକମ୍ପର ତୀବ୍ରତା ୪.୧ ରେକର୍ଡ କରାଯାଇଛି।  ଏ ନେଇ National Center for Seismology ପକ୍ଷରୁ ସୂଚନା ଦିଆଯାଇଛି।

ହଠାତ୍‌ ଭୂକମ୍ପ ହେବା ଯୋଗୁ ଭୟରେ ଲୋକମାନେ ଘରୁ ବାହାରକୁ ଚାଲି ଆସିଥିଲେ। ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତିର ସୂଚନା ମିଳିପାରି ନାହିଁ।

ଆହୁରି ପଢ଼ନ୍ତୁ

ପରଲୋକରେ ଭାରତର ସଫ୍ଟୱେୟର ଇଣ୍ଡଷ୍ଟ୍ରୀ ଜନକ ଏଫ୍‌ସି କୋହଲି

କେବିସିର ୩ କୋଟିପତି ମହିଳା, ଜାଣନ୍ତୁ ଏମାନଙ୍କ ସଂଘର୍ଷମୟ ଜୀବନର କାହାଣୀ

ୱାନ୍ ନେସନ୍‌ ୱାନ୍‌ ଇଲେକ୍ସନ୍‌ ଦେଶ ପାଇଁ ଆବଶ୍ୟକ; ପ୍ରଧାନମନ୍ତ୍ରୀ

ମରୁଭୂମିରୁ ମିଳିଲା ରହସ୍ୟମୟ ଜିନିଷ; ଲୋକେ କହିଲେ ଅଶୁଭ ସଙ୍କେତ

ଚାଷୀଙ୍କ ପାଇଁ ଦିଲ୍ଲୀ ସୀମା ସିଲ୍‌ ହେଲା; ତଥାପି ଗର୍ଜିଲେ

ଡିସେମ୍ବର ୩୧ ଯାଏ ବିଦେଶକୁ ଉଡ଼ି ପାରିବ ନାହିଁ ବିମାନ

ମନେ ପଡିଲା ୨୬/୧୧ର ସେଇ ଭୟଙ୍କର ସ୍ମୃତି

ଗ୍ରାହକଙ୍କୁ ଆଶ୍ୱସ୍ତି; ଡିବିଏସ୍‌ ଇଣ୍ଡିଆ ସହିତ ମିଶିବ ଲକ୍ଷ୍ମୀ ବିଳାସ ବ୍ୟାଙ୍କ

ଅଫିସରୁ ବିଳମ୍ବରେ ଫେରୁଥିଲେ ସ୍ୱାମୀ; ଅତିଷ୍ଠ ହୋଇ FIR ଦାଏର କଲେ ମହିଳା

ଗୋଲ୍ଡ‌ ମର୍ସିଡିଜ୍‌ କାର୍‌ ଧରି ବୁଲିଲେ ଚାଷୀ

ବିଳମ୍ବିତ ରାତିରେ ଲ୍ୟାଣ୍ଡଫଲ୍ କଲା ବାତ୍ୟା ‘ନିଭାର’, ପ୍ରବଳ ବର୍ଷା

ଆଜି ଭାରତ ବନ୍ଦ: ସକାଳୁ ସକାଳୁ ପିକେଟିଂ, ରାସ୍ତାରୋକ

You might also like