• translate
Rajalaxmi Sahoo

ଆଗ୍ରା: ଉତ୍ତର ପ୍ରଦେଶ ଆଗ୍ରାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର୍‌-ଟ୍ରକ୍‌ ମଧ୍ୟରେ ଧକ୍କା ହେବା ଯୋଗୁ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ସ୍ଥାନୀୟ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ Etmauddaula ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ପୋଲିସ୍‌ ସୂଚନା ଅନୁସାରେ, ଟ୍ରକ୍‌ଟି ନାଗାଲ୍ୟାଣ୍ଡର ହୋଇଥିବା ବେଳେ କାର୍‌ର ରେଜିଷ୍ଟ୍ରେସନ ନମ୍ବର ଝାଡ଼ଖଣ୍ଡର ବୋଲି ଜଣାପଡ଼ିଛି।

Other Stories