ଅପରାଧୀଙ୍କ ଗୁଳିରେ ୮ ପୋଲିସ କର୍ମଚାରୀ ସହିଦ

ଲକ୍ଷ୍ନୌ: ଅପରାଧୀଙ୍କ ଗୁଳିରେ ୮ ପୋଲିସ କର୍ମଚାରୀ ସହିଦ ହୋଇଛନ୍ତି। ଏମିତି ଖବର ମିଳିଛି ଉତ୍ତରପ୍ରଦେଶ କାନପୁରରେ । ମୋଷ୍ଟଓ୍ୱାଣ୍ଟେଡ୍ ଅପରାଧୀଙ୍କ ସହ ଗୁଳିବିନିମୟ ବେଳେ ସହିଦ ହୋଇଛନ୍ତି ।

କାନପୁର ଧୌବେପୁର ଥାନା ବେକରୁ ଗାଁ  ପାଖରେ ଘଟିଥିଲା ଏହି ଗୁଳି ବିନିମୟ। ଗତକାଲି ମଧ୍ୟରାତ୍ରିରେ କାନପୁର ଚୌବେପୁର ଥାନା ଅଞ୍ଚଳରେ ବିକାଶ ଓ ତାଙ୍କ ଗ୍ୟାଙ୍ଗ ସଦସ୍ୟ ଲୁଚି ରହିଥିବା ନେଇ ଖବର ମିଳିଥିଲା। ଯାହା ପରେ ଅଞ୍ଚଳକୁ କଡନ୍‌ କରିବା ସହ ଗିରଫ କରିବା ପାଇଁ ୟୁପି ପୋଲିସର୍ ଏସଟିଏଫ୍ ଘଟଣାସ୍ଥଳରେ ପହଞ୍ଚିଥିଲା।

ତେବେ ଏହି ସମୟରେ ବିକାଶ ଓ ଗ୍ୟାଙ୍ଗ ପୋଲିସ୍ ଉପରକୁ ପାଲଟା ଆକ୍ରମଣ କରିଥିଲେ। ଯେଉଁଥିରେ କାନପୁର ଡେପୁଟି ଏସ୍‌ପି ଦେବେନ୍ଦ୍ର ମିଶ୍ର, ୩ ଜଣ ସବ୍ଇନ୍ସପେର, ୪ ଜଣ କନେଷ୍ଟବଲ୍ ସହିଦ ହୋଇଛନ୍ତି। ଏହାସହ ଅନ୍ୟ ୭ ପୋଲିସ୍ କର୍ମଚାରୀ ଆହତ ହୋଇଥିବା ଜଣାପଡିଛି । ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।  ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି ଅପରାଧୀ।

ଆହୁରି ପଢ଼ନ୍ତୁ

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ପତ୍ନୀଙ୍କୁ ନିର୍ଦ୍ଦୟ ଭାବେ ପିଟିଲେ ପୋଲିସ ଡିଜି, ଭିଡିଓ ଭାଇରାଲ

EPFO Recruitment 2020: ଖାଲି ପଡ଼ିଥିବା ଏହି ପଦବୀ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ବଡ ଧରଣର ବିସ୍ଫୋରଣରୁ ଯବାନଙ୍କ ଜୀବନ ବଞ୍ଚାଇଲା ‘ସୋଫିଆ’

ଆକାଶରେ ଉଡୁଥିବାବେଳେ ହଠାତ୍‌ ବିମାନର ଇଞ୍ଜିନ୍‌ ବନ୍ଦ ହୋଇଗଲା; ରତନ ଟାଟା ବଞ୍ଚାଇଲେ ସମସ୍ତଙ୍କ ଜୀବନ

କୃଷି ବିଲକୁ ବିରୋଧ ଜାରି, ଇଣ୍ଡିଆ ଗେଟ୍ ସମ୍ମୁଖରେ ଟ୍ରାକ୍ଟର ପୋଡ଼ିଦେଲେ ଆନ୍ଦୋଳନକାରୀ

କୃଷି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ରବି କିଶନଙ୍କୁ ମିଳୁଛି କି ହତ୍ୟା ଧମକ ?

ଜେଡିୟୁରେ ମିଶିଲେ ବିହାରର ପୂର୍ବତନ ଡିଜିପି

ଆଜି ଦିନକରେ ଯେତିକି ଆକ୍ରାନ୍ତ ଚିହ୍ନଟ ହେଲେ ତା’ଠୁ ଅଧିକ ସୁସ୍ଥ ହେଲେ

ନୀତୀଶଙ୍କ ଦଳରେ ମିଶିବେ ପୂର୍ବତନ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

You might also like