ଏନ୍‌କାଉଣ୍ଟରରେ ଦୁଇ ଲସ୍କର ଆତଙ୍କୀ ନିହତ

ଶ୍ରୀନଗର: ଜାମ୍ମୁ ଓ କାଶ୍ମୀର ଅନନ୍ତନାଗରେ ପୁଣି ଆତଙ୍କବାଦୀଙ୍କ ଉପଦ୍ରବ। ଆତଙ୍କୀଙ୍କୁ ଜବାବ ଦେବା ଉଦ୍ଦେଶ୍ୟରେ ହୋଇଥିବା  ଏନକାଉଣ୍ଟରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଲସ୍କର ଇ ତୋଇବା ଆତଙ୍କୀଙ୍କ ମୃତ୍ୟୁ ଘଟିଛି । ଏବେ କିଛି ଆତଙ୍କବାଦୀ ଘଟଣାସ୍ଥଳରେ ଲୁଚି ରହିଥିବା ସନ୍ଦେହ କରାଯାଉଛି ।

ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି । ଗତକାଲି ଆତଙ୍କବାଦୀ ଲୁଚିଥିବା ଖବର ପାଇଁ ଅପରେସନ ଆରମ୍ଭ ହୋଇଥିଲା । ଆତ୍ମସମର୍ପଣ ପାଇଁ କୁହାଯାଇଥିଲେ ମଧ୍ୟ ଆତଙ୍କବାଦୀମାନେ ପାଲଟା ଗୁଳିମାଡ କରିଥିଲେ। ତା ପରେ ସେନା ଓ ଜାମ୍ମୁ କାଶ୍ମୀର ପୋଲିସ ପକ୍ଷରୁ ମିଳିତ ଅପରେସନ ଚାଲିଛି ।

ଆହୁରି ପଢ଼ନ୍ତୁ

୧୦ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ଫାଶୀ

ଗ୍ରୀସ୍ ଓ ତୁର୍କୀରେ ଭୟଙ୍କର ଭୂମିକମ୍ପ, ମାଡ଼ିଆସିଲା ସୁନାମି !

ଅଭିନନ୍ଦନଙ୍କୁ ଛାଡ଼ିବା ପାଇଁ କୌଣସି ଚାପ ପଡ଼ି ନ ଥିଲା-ସଫେଇ ଦେଲେ ଇମ୍ରାନ

ଆରୋଗ୍ୟ ସେତୁ ଆପ୍ସର ତଥ୍ୟ ଖିଲାପ କରିଥିବା ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବାପାଙ୍କୁ ହତ୍ୟା କରିବା ପରେ କ୍ରାଇମ୍‌ ଶୋ’ରୁ ଆଇଡିଆ ନେଇ ପ୍ରମାଣ ନଷ୍ଟ କଲା ପୁଅ

ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ବର୍ଷିଲେ ପ୍ରଧାନମନ୍ତ୍ରୀ

ସେକ୍ସ ଗୁରୁଙ୍କୁ ମିଳିଲା ସଜା, ଜେଲରେ ରହିବେ ୧୨୦ ବର୍ଷ

ଦିୱାଲିରେ ଏହିସବୁ ସ୍ମାର୍ଟଫୋନ୍‌ ଉପରେ ମିଳୁଛି ବମ୍ପର ଅଫର୍‌

କରୋନା ଆକ୍ରାନ୍ତଙ୍କ ଚିକିତ୍ସାରେ ସହାୟକ ହେବ ବିସିଜି ଟିକା

ବିବାହ ଉତ୍ସବରେ ଯୋଗଦେଇ ଫେରୁ ଥିବାବେଳେ ଓଲଟିଲା ଭ୍ୟାନ୍‌; ୬ ମୃତ

ମଦ ଢାଳି ଭୂମି ପୂଜନ କଲେ ବିଧାୟକ

ମୁଙ୍ଗେର ଗୁଳିକାଣ୍ଡ ପ୍ରତିବାଦରେ ବ୍ୟାପକ ହିଂସାକାଣ୍ଡ, ତଦନ୍ତ ନିର୍ଦ୍ଦେଶ ଦେଲେ ସିଇସି

You might also like