ବଢ଼ିବ ଇପିଏଫ୍‌ ସୁଧ ହାର

ନୂଆଦିଲ୍ଲୀ: ବଢ଼ିବ ଇପିଏଫ୍‌ ସୁଧ ହାର। ୨୦୧୮-୧୯ରେ ଏହି ସୁଧ ହାରକୁ ଆଠ ଦଶମିକ ଛଅ ପାଞ୍ଚ ପ୍ରତିଶତ ରଖିବାକୁ ଇପିଏଫ୍‌ଓର ସେଣ୍ଟ୍ରାଲ୍ ବୋର୍ଡ ଅଫ୍ ଟ୍ରଷ୍ଟି ନିଷ୍ପତ୍ତି ନେଇଛନ୍ତି। ଗତ ବର୍ଷ ଏହି ସୁଧ ହାର ଆଠ ଦଶମିକ ପାଞ୍ଚ ପାଞ୍ଚ ପ୍ରତିଶତ ଥିଲା। ତେବେ ସୁଧ ହାର ବଢ଼ିବା ପରେ ୬ କୋଟିରୁ ଅଧିକ କର୍ମଚାରୀ ଉପକୃତ ହେବେ ବୋଲି ଶ୍ରମମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ୱାର କହିଛନ୍ତି।

ବର୍ତ୍ତମାନ ଇପିଏଫ୍‌ଓର ଏହି ନିଷ୍ପତ୍ତିକୁ କେନ୍ଦ୍ର ଅର୍ଥମନ୍ତ୍ରଣାଳୟକୁ ପଠାଯିବ। ଏ ନେଇ ମନ୍ତ୍ରଣାଳୟ ଚୂଡ଼ାନ୍ତ ନିଷ୍ପତ୍ତି ନେବ। ତେବେ ଇପିଏଫ୍‌ଓର ନିଷ୍ପତ୍ତିକୁ ପ୍ରାୟତଃ କାଏମ ରଖନ୍ତି କେନ୍ଦ୍ର ସରକାର। ତେଣୁ ଏ ବର୍ଷ ଇପିଏଫ୍ ସୁଧହାର ଆଠ ଦଶମିକ ଛଅ ପାଞ୍ଚ ପ୍ରତିଶତ ରହିବା ଏକ ରକମର ଥୟ। ଆଗକୁ ନିର୍ବାଚନ ଆସୁଥିବାରୁ ସରକାର ଏହାକୁ ବୃଦ୍ଧି କରିବେ ବୋଲି ଚର୍ଚ୍ଚା ହେଉଥିଲା।

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like