ସର୍ଦ୍ଦାର ବଲ୍ଲଭଭାଇ ପଟେଲ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ

ପୁଣେ: ମହାରାଷ୍ଟ୍ର ପୁଣେ କ୍ୟାଣ୍ଟନମେଣ୍ଟ୍‌ ଅଞ୍ଚଳରେ ଥିବା ସର୍ଦ୍ଦାର ବଲ୍ଲଭଭାଇ ପଟେଲ ହସ୍ପିଟାଲ୍‌ର ICU ୱାର୍ଡରେ ନିଆଁ ଲାଗି ଯାଇଛି। ନିଆଁକୁ ଆୟତ୍ତ କରିବା ପାଇଁ ଘଟଣାସ୍ଥଳରେ ୩ଟି ଦମକଳ ଗାଡ଼ି ପହଞ୍ଚିଛି।

ଖବର ଲେଖାଯିବା ସୁଦ୍ଧା ଅଗ୍ନିକାଣ୍ଡରେ କ୍ଷୟକ୍ଷତି ଓ ମୃତାହତ ନେଇ କୌଣସି ସୂଚନା ମିଳିପାରି ନାହିଁ।

ସୂଚନାଥାଉ କି, ଗତମାସରେ ଗୁଜରାଟର ଅହମଦାବାଦ ସ୍ଥିତ କୋଭିଡ୍ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡରେ ୮ ଜଣଙ୍କ ମୃତ୍ୟୁ ହୋଇଥିଲା।

ପଢ଼ନ୍ତୁ: କୋଭିଡ୍ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ, ୮ ମୃତ

ଆହୁରି ପଢ଼ନ୍ତୁ

କୃଷି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ରବି କିଶନଙ୍କୁ ମିଳୁଛି କି ହତ୍ୟା ଧମକ ?

ଜେଡିୟୁରେ ମିଶିଲେ ବିହାରର ପୂର୍ବତନ ଡିଜିପି

ଆଜି ଦିନକରେ ଯେତିକି ଆକ୍ରାନ୍ତ ଚିହ୍ନଟ ହେଲେ ତା’ଠୁ ଅଧିକ ସୁସ୍ଥ ହେଲେ

ନୀତୀଶଙ୍କ ଦଳରେ ମିଶିବେ ପୂର୍ବତନ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

‘କୃଷକ ଆତ୍ମନିର୍ଭର ଭାରତର ଆଧାର’

ଭାରତରେ ନାଁ ବଦଳାଇ ଲୋକପ୍ରିୟ ହେଉଛନ୍ତି ଚାଇନିଜ୍ ଆପ୍‌

ଜିଓକୁ ପଛରେ ପକାଇଲା ଏୟାର୍‌ଟେଲ୍‌

ମିରଟରେ ନିର୍ଭୟା ଘଟଣାର ପୁନରାବୃତ୍ତି: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣଦୁଷ୍କର୍ମ

ଅକ୍ସିଜେନ୍‌ ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ

You might also like