ଜଳୁଛି ONGC ପାଇପ୍‌ଲାଇନ

ଦିଶପୁର: ଜଳୁଛି ଆସାମ ତିନ୍‌ସୁକିଆର ONGC ପାଇପ୍‌ଲାଇନ। ତିନ୍‌ସୁକିଆ ବାଘଜାନ୍ ଅଞ୍ଚଳରେ ଗତକାଲି ହଠାତ୍ ନିଆଁ ଲାଗି ଯାଇଥିଲା।

ବୁଲ୍ ଲାଇନ୍ ଅର୍ଥାତ ଯେଉଁଠୁ ପାଇପ୍ ଅନ୍ୟ ଦିଗକୁ ମୋଡ଼ି ଥାଏ ସେହି ଅଞ୍ଚଳରେ କୌଣସି କାରଣରୁ ନିଆ ଲାଗି ଯାଇଥିଲା। ଫଳରେ କିଛି ଘଣ୍ଟା ଧରି ଅଞ୍ଚଳରେ ନିଆଁ ଜଳୁଥିବାର ଦେଖିବାକୁ ମିଳିଥିଲା। ବେଶ କିଛି ସମୟ ପାଇଁ ହୁତ୍ ହୁତ୍ ହୋଇ ନିଆଁ ଜଳୁଥିବାରୁ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ନିଆଁକୁ ଆୟତ୍ତ କରିବାକୁ ସ୍ୱତନ୍ତ୍ର ବିଶେଷଜ୍ଞ ଟିମ୍ ପହଞ୍ଚିଥିଲେ।  କିଛି ଘଣ୍ଟାର ଅପରେସନ୍ ପରେ ନିଆଁ ଲିଭିଥିଲା।

ଗତ ମାସରୁ ତିନି ସୁକିଆର ONGC ପାଇପଲାଇନର ବିଭିନ୍ନ ଅଞ୍ଚଳରେ ନିଆଁ ଲାଗିବା ପରେ ଏହାକୁ ଲିଭେଇବା ପାଇଁ ଲାଗିଛନ୍ତି ବିଶେଷଜ୍ଞ ଟିମ୍।  ଘଟଣା ପରେ ୨୬୫ କୋଟି ଟଙ୍କା ବିନିଯୋଗରେ ONGC ନୂତନ ପାଇପଲାଇନ୍ ବ୍ୟବସ୍ଥା କରିଛି।

ଆହୁରି ପଢ଼ନ୍ତୁ

ଫିଲ୍ମ ‘ABCD’ ଫେମ୍‌ ଆକ୍ଟର କିଶୋର ଅମନ୍ ଗିରଫ, ଡଗ୍ସ ଜବତ

ଧାର୍ଯ୍ୟ ସମୟ ଆଗରୁ ଶେଷ ହୋଇପାରେ ମୌସୁମୀ ଅଧିବେଶନ

ରାଜ୍ୟସଭାରେ କୃଷି ବିଲକୁ ବିରୋଧ କଲା ବିଜେଡି

ରାୟୁଡୁଙ୍କ ଧମାକା: ମୁମ୍ବାଇକୁ ଚକମା ଦେଲା ଚେନ୍ନାଇ

ଅନ୍ତିମ ଯାତ୍ରାରେ ବାହାରିଲା INS ବିରାଟ

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ଲକ୍‌‌ଡାଉନ ସମୟରେ ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍‌‌ରେ ୯୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି

ସାମ୍ବାଦିକଙ୍କ ସମେତ ଚୀନ ଓ ନେପାଳ ନାଗିରକ ଗିରଫ; ଚୀନ ଗୁଇନ୍ଦା ସଂସ୍ଥାକୁ ଦେଉଥିଲେ ଗୁପ୍ତ ଖବର

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ରେଡ୍‌ ବେଳେ ୯ ଆତଙ୍କବାଦୀ ଗିରଫ, ଦେଶରେ ବଡ଼ ଧରଣର ହମ୍‌ଲା ପାଇଁ କରିଥିଲେ ଯୋଜନା

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

You might also like