ଶ୍ରୀଲକ୍ଷ୍ମୀ ନରସିଂହ ମନ୍ଦିରରେ ଅଗ୍ନିକାଣ୍ଡ

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଜିଲ୍ଲା ଅର୍ନ୍ତବେଦୀରେ ଥିବା ପ୍ରସିଦ୍ଧ ଶ୍ରୀଲକ୍ଷ୍ମୀ ନରସିଂହ ମନ୍ଦିରର ରଥରେ ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗିଯାଇଛି।

ଖବରପାଇ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏହି ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନାହାନ୍ତି। ଏହାସହ ମନ୍ଦିରର ଅନ୍ୟ ସମ୍ପତ୍ତି ମଧ୍ୟ କିଛି କ୍ଷୟକ୍ଷତି ହୋଇନାହିଁ।

ତେବେ କେଉଁ କାରଣରୁ ନିଆଁ ଲାଗିଛି ତାହା ଜଣାପଡିନାହିଁ। ମନ୍ଦିରର ଦୀପଦାନ ସ୍ଥାନରୁ ନିଆଁ ବ୍ୟାପିଥିବା ସନ୍ଦେହ କରାଯାଉଛି। ପୋଲିସ୍‌ ଘଟଣାର ତଦନ୍ତ କରୁଛି।

 

ଆହୁରି ପଢ଼ନ୍ତୁ

ଏହି ରାଜ୍ୟରେ ଅକ୍ଟୋବର ୩୧ ଯାଏ ବଢ଼ିଲା ଲକ୍‌ଡାଉନ୍‌

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

You might also like