ରବର ଗୋଦାମରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀର ସିରସାପୁର ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏକ ରବର ଗୋଦାମରେ ନିଆଁ ଲାଗି ଯାଇଥିଲା। ୨୬ଟି ଦମକଳ ବାହିନୀ ଘଟଣାସ୍ଥଳରେ ଉପସ୍ଥିତ ରହି ନିଆଁକୁ ଆୟତ୍ତ କରିଥିଲେ।

ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ ଚାହୁଁ ଚାହୁଁ ନିଆଁ ପୂରା ଗୋଦାମରେ ବ୍ୟାପି ଯାଇଥିଲା। ହେଲେ ଅଗ୍ନିକାଣ୍ଡରେ କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ। ନିଆଁ ଲାଗି କେତେ କ୍ଷୟକ୍ଷତି ହୋଇଛି ସେ ସମ୍ପର୍କରେ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ଆହୁରି ପଢ଼ନ୍ତୁ

ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ହେଲେ ବରିଷ୍ଠ ବିଜେପି ନେତା ବିଶ୍ୱଭୂଷଣ ହରିଚନ୍ଦନ

ମୁମ୍ବାଇରେ ୪ ମହଲା କୋଠା ଭୁଶୁଡ଼ି ୧୨ ମୃତ, ଏବେବି ୪୦ରୁ ଅଧିକ ଲୋକ ଫସିଥିବା ଆଶଙ୍କା

ଶେଷରେ ଭାରତ ପାଇଁ ଆକାଶ ମାର୍ଗ ଖୋଲିଲା ପାକିସ୍ତାନ

ସୁପ୍ରିମକୋର୍ଟରେ କର୍ଣ୍ଣାଟକ ମାମଲାର ଶୁଣାଣି ଆରମ୍ଭ

କଂଗ୍ରେସର ସସ୍‌ପେଣ୍ଡ ବିଧାୟକ ରୋଶନ ବିମାନବନ୍ଦରରେ ଅଟକ

ସଂସଦରେ ଅନୁପସ୍ଥିତ ରହୁଥିବା ମନ୍ତ୍ରୀଙ୍କ ତାଲିକା ମାଗିଲେ ମୋଦି

ମୁମ୍ବାଇରେ ଭୁଶୁଡ଼ିଲା ୪ ମହଲା କୋଠା, ଭଗ୍ନାବଶେଷ ତଳେ ୪୦ରୁ ୫୦ ଜଣ ଫସିଥିବା ଆଶଙ୍କା

ରାସ୍ତାରେ ଜଳିଗଲା ଯାତ୍ରୀବାହୀ ବସ୍

ଆଜି ସୁପ୍ରିମକୋର୍ଟରେ କର୍ଣ୍ଣାଟକ ମାମଲାର ଶୁଣାଣି

ବନ୍ୟାରେ ଉବୁଟୁବୁ ଆସାମ, ୧୧ ମୃତ

ଆସାମରେ ବନ୍ୟା ଯୋଗୁ ୧୫ ଲକ୍ଷ ଲୋକ ପ୍ରଭାବିତ

କର୍ଣ୍ଣାଟକ ରାଜନୀତି: ଗୁରୁବାର ହେବ ଆସ୍ଥା ଭୋଟ

You might also like