ଉତ୍ତର ଭାରତରେ ବନ୍ୟା ପରିସ୍ଥିତି ଗମ୍ଭୀର; ୨୮ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଉତ୍ତର ଭାରତରେ ବି ବନ୍ୟା ସ୍ଥିତି ଗମ୍ଭୀର ହୋଇଛି। ବିଶେଷକରି ଉତ୍ତରାଖଣ୍ଡ ଓ ହିମାଚଳ ପ୍ରଦେଶର ବାଦଲ ଫଟା ବର୍ଷା ଫଳରେ ଭୀଷଣ ବନ୍ୟା ଆସିବାରୁ ଏ ଦୁଇ ରାଜ୍ୟରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ହିମାଚଳ ପ୍ରଦେଶରେ ୨୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପୂରା ଉତ୍ତର ଭାରତରେ ୨୮ ଜଣ ପ୍ରାଣ ହରାଇଛନ୍ତି।

ଉଭୟ ରାଜ୍ୟରେ ବହୁ ସଂଖ୍ୟାରେ ଲୋକ ଏବଂ ପର୍ଯ୍ୟଟକ ବିଭିନ୍ନ ସ୍ଥାନରେ ଫସି ରହିଛନ୍ତି। ବହୁ ଅଞ୍ଚଳରେ ଭୂସ୍ଖଳନ ହେବାରୁ ଯୋଗାଯୋଗ ବିଛିନ୍ନ ହୋଇଛି। ସିମଲା, ସୋଲନ, କୁଲୁ ଓ ବିଳାଶପୁର ଜିଲ୍ଲାରେ ସ୍ଥିତି ଦୟନୀୟ ଥିବାରୁ ସମସ୍ତ ସ୍କୁଲ ଓ କଲେଜକୁ ଛୁଟି ଘୋଷଣା କରାଯାଇଛି।

ଅନ୍ୟପଟେ ଉତ୍ତରାଖଣ୍ଡରେ ମଧ୍ୟ ୨୨ ଜଣ ନିଖୋଜ ଥିବା ସୂଚନା ଦିଆଯାଇଛି। ଉପର ମୁଣ୍ଡରେ ବର୍ଷା ବଢ଼ୁଥିବା ହେତୁ ଯମୁନା ନଦୀରେ ଜଳ ସ୍ତର ବଢ଼ିବାରେ ଲାଗିଛି। ଫଳରେ ଦିଲ୍ଲୀ ନିକଟରେ ନଦୀ ବିପଦ ସଙ୍କେତ ଉପରେ ପ୍ରଭାବିତ ହେଉଛି। ନଦୀ କୂଳିଆ ଲୋକଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରିବା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି।

ଆହୁରି ପଢ଼ନ୍ତୁ

୨୦୧୯ରେ ୨୦୫୦ ଥର ଅସ୍ତ୍ରବିରତୀ ଉଲ୍ଲଙ୍ଘନ କଲାଣି ପାକିସ୍ତାନ; ଗଲାଣି ୨୧ ଜୀବନ

ପାକିସ୍ତାନ ବିରୋଧରେ ମିଛ ପ୍ରଚାର କରୁଛନ୍ତି ଭାରତ ସରକାର; ଶରଦ ପାୱାର୍

ଆନ୍ଧ୍ର ଡଙ୍ଗାବୁଡ଼ିରେ ମୃତ୍ୟୁ ସଂଖ୍ୟା ୧୨ ଛୁଇଁଲା; ଆହୁରି ବଢ଼ିପାରେ

ଭାରତ ସହ ଯୁଦ୍ଧ ହେଲେ ପାକିସ୍ତାନ ହାରିବ: ଇମ୍ରାନ ଖାନ୍

ଚଳନ୍ତା ଗାଡ଼ିରେ ଏମିତି ଟାୟାର ବଦଳାଇଲେ ଯୁବକ, ଭିଡିଓ ଭାଇରାଲ

ପୂଜା ପୂର୍ବରୁ ଅର୍ଥମନ୍ତ୍ରୀଙ୍କ ଭେଟି

ଓସାମା ବିନ୍ ଲାଡେନ୍‌ ପୁଅ ହମଜା ବିନ୍ ଲାଡେନ ନିହତ

ନୂଆ ଅସ୍ତ୍ରଶସ୍ତ୍ର ଓ ଉପକରଣ ଲାଗି ୪୦ ହଜାର କୋଟି ଦାବି କଲା ବାୟୁସେନା

ସନ୍ଧାନୀ କୁକୁର ‘ଡଚ୍‌’କୁ ଭାରତୀୟ ସେନାର ଶ୍ରଦ୍ଧାଞ୍ଜଳି

ତୈଳ କମ୍ପାନୀ ଉପରେ ଡ୍ରୋନ୍‌ ଆକ୍ରମଣ

ଏମିତି ବି ଆସେ ମୃତ୍ୟୁ: ନାଗିନ୍‌ ଡ୍ୟାନ୍ସ କରୁଥିବା ବେଳେ ଉଡ଼ିଗଲା ପ୍ରାଣବାୟୁ

ଭାରତରେ ହେବ ଶପିଂ ଫେଷ୍ଟିଭାଲ

You might also like