ଜାମିନରେ ଆସି ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ପୂର୍ବତନ ବିଧାୟକ

ରାଇଗଡ଼/ବ୍ରଜରାଜନଗର: ଜାମିନରେ ଆସି ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ପୂର୍ବତନ ବିଧାୟକ ଅନୁପ ସାଏ। ଛତିଶଗଡ଼ ରାଇଗଡ଼ର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି।

ବ୍ରଜରାଜନଗରର ବହୁ ଚର୍ଚ୍ଚିତ ମା’ ଝିଅ ହତ୍ୟା ମାମଲାରେ ଅଭିଯୁକ୍ତ ହେଉଛନ୍ତି ଅନୁପ।

ଏହି ମାମଲାରେ ଗତ ୨୫ ତାରିଖରେ ଛତିଶଗଡ଼ ହାଇକୋର୍ଟ ଅନୁପଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଥିଲେ। ୨୫ ହଜାର ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ ତାଙ୍କୁ ଜାମିନ ପ୍ରଦାନ କରାଯାଇଥିଲା। ତେବେ ଗୁରୁତର ସ୍ୱାସ୍ଥାବସ୍ଥା ଯୋଗୁ ୨ ମାସ ପାଇଁ ଅନୁପଙ୍କୁ ଅନ୍ତରୀଣ ଜାମିନ ମିଳିଛି।

ଆହୁରି ପଢ଼ନ୍ତୁ

ଡିନାମାଇଟ୍‌ ଦେଇ ନଦୀବନ୍ଧ ଉଡାଇବା ଅଭିଯୋଗ; ବିଧାୟକଙ୍କ ସମେତ ୬ ଜଣଙ୍କୁ ନୋଟିସ୍‌ କଲେ ଲୋକାୟୁକ୍ତ

ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

You might also like