ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଅସୁସ୍ଥ। ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି।


ରାତି ୮. ୪୫ରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଏମ୍ସର କାର୍ଡିଓ ଥୋରାସିସ୍ ୱାର୍ଡରେ ତାଙ୍କୁ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଏବେ ସେ ଡାକ୍ତରଙ୍କ ଅବଜରଭେସନରେ ଥିବା ସୂଚନା ମିଳିଛି।

You might also like