ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୪ ନକ୍ସଲ ନିହତ

ପାଟନା: ବିହାରର ପଶ୍ଚିମ ଚମ୍ପାରଣ ଜିଲ୍ଲା ବହଗା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୪ ନକ୍ସଲ ନିହତ ହୋଇଛନ୍ତି।

ସଶସ୍ତ୍ର ସୀମା ବଳ ଓ ସ୍ପେଶାଲ ଟାସ୍କଫୋର୍ସର ମିଳିତ ଏନ୍‌କାଉଣ୍ଟରରେ ୪ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ବହୁ ପରିମାଣର ବିସ୍ଫୋରକ ସହ ଅସ୍ତ୍ରଶସ୍ତ୍ର ଜବତ କରାଯାଇଥିବା ଲୋକାରିଆ ପୋଲିସ ସୂଚନା ଦେଇଛି।

ଆଜି ସକାଳେ ପୋଲିସ ପକ୍ଷରୁ କମ୍ବିଂ ଅପରେସନ ବେଳେ ନକ୍ସଲମାନେ ସୁରକ୍ଷାକର୍ମୀଙ୍କ‌ ଉପରକୁ  ଆକ୍ରମଣ କରିଥିଲା। ଏହାର ପାଲଟା ଜବାବ ଦେଇଥିଲେ ସୁରକ୍ଷାକର୍ମୀ। ବହୁ ସମୟ ଧରି ଗୁଳି ବିନିମୟ ପରେ ୪ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

ରାୟୁଡୁଙ୍କ ଧମାକା: ମୁମ୍ବାଇକୁ ଚକମା ଦେଲା ଚେନ୍ନାଇ

ଅନ୍ତିମ ଯାତ୍ରାରେ ବାହାରିଲା INS ବିରାଟ

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ଲକ୍‌‌ଡାଉନ ସମୟରେ ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍‌‌ରେ ୯୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି

ସାମ୍ବାଦିକଙ୍କ ସମେତ ଚୀନ ଓ ନେପାଳ ନାଗିରକ ଗିରଫ; ଚୀନ ଗୁଇନ୍ଦା ସଂସ୍ଥାକୁ ଦେଉଥିଲେ ଗୁପ୍ତ ଖବର

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ରେଡ୍‌ ବେଳେ ୯ ଆତଙ୍କବାଦୀ ଗିରଫ, ଦେଶରେ ବଡ଼ ଧରଣର ହମ୍‌ଲା ପାଇଁ କରିଥିଲେ ଯୋଜନା

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

You might also like