ବ୍ରିକ୍ସ ସମ୍ମିଳନୀରେ ପାକିସ୍ତାନ ଉପରେ ବର୍ଷିଲେ ମୋଦି

ନୂଆଦିଲ୍ଲୀ: ବ୍ରିକ୍ସ ସମ୍ମିଳନୀରେ ପାକିସ୍ତାନକୁ ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ ମୋଦି। ନାଁ ନ ନେଇ ପାକିସ୍ତାନକୁ ଟାର୍ଗେଟ କରି ମୋଦି କହିଛନ୍ତି, ଆତଙ୍କବାଦ ବିଶ୍ୱ ପାଇଁ ସବୁଠୁ ବଡ଼ ସମସ୍ୟା । ଆତଙ୍କବାଦକୁ ସମର୍ଥନ ଦେଉଥିବା ଦେଶକୁ ଦୋଷୀ ମାନ୍ୟତା ମିଳୁ ।

ମୋଦି ଆହୁରି କହିଛନ୍ତି, ଯେଉଁ ଦେଶ ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଛି, ସେ ଏଥିପାଇଁ ଉତ୍ତରଦାୟୀ। ସବୁ ରାଷ୍ଟ୍ର ମିଳିତ ଭାବେ ସଂଗଠିତ ଢାଞ୍ଚାରେ ଆତଙ୍କବାଦର ମୁକାବିଲା କରନ୍ତୁ। ଜାତୀୟ ସୁରକ୍ଷା ପରିଷଦରେ ସଂସ୍କାର ନିହାତି ଜରୁରୀ।

ତେଣୁ ଭାରତ ବ୍ରିକ୍ସ ସାଥୀଙ୍କ ଠାରୁ ସହଯୋଗ ଆଶା କରୁଛି ବୋଲି କହିଛନ୍ତି। ଏହାବ୍ୟତୀତ କରୋନା ମହାମାରୀ ପ୍ରସଙ୍ଗରେ ମୋଦି କହିଛନ୍ତି ଯେ, ସାରା ବିଶ୍ୱର ୧୫୦ ଦେଶକୁ ଭାରତ କରୋନା ସମୟରେ ଔଷଧ ଦେଇଛି। ଆମର କରୋନା ଟିକା ଉତ୍ପାଦନ ଓ ଯୋଗାଣ କ୍ଷମତା ବିଶ୍ୱ ହିତରେ ଲାଗିବ ବୋଲି ୧୨ତମ ବ୍ରିକ୍ସ ସମ୍ମିଳନୀରେ ଉଦବୋଧନ ଦେଇ ସେ କହିଛନ୍ତି।

ଆହୁରି ପଢ଼ନ୍ତୁ

କୋଭିଡ୍‌ ହସ୍ପିଟାଲ୍‌ରେ ଭୟାବହ ଅଗ୍ନିକାଣ୍ଡ, ଚାଲିଗଲା ୫ କରୋନା ଆକ୍ରାନ୍ତଙ୍କ ଜୀବନ

ପରଲୋକରେ ଭାରତର ସଫ୍ଟୱେୟର ଇଣ୍ଡଷ୍ଟ୍ରୀ ଜନକ ଏଫ୍‌ସି କୋହଲି

କେବିସିର ୩ କୋଟିପତି ମହିଳା, ଜାଣନ୍ତୁ ଏମାନଙ୍କ ସଂଘର୍ଷମୟ ଜୀବନର କାହାଣୀ

ୱାନ୍ ନେସନ୍‌ ୱାନ୍‌ ଇଲେକ୍ସନ୍‌ ଦେଶ ପାଇଁ ଆବଶ୍ୟକ; ପ୍ରଧାନମନ୍ତ୍ରୀ

ମରୁଭୂମିରୁ ମିଳିଲା ରହସ୍ୟମୟ ଜିନିଷ; ଲୋକେ କହିଲେ ଅଶୁଭ ସଙ୍କେତ

ଚାଷୀଙ୍କ ପାଇଁ ଦିଲ୍ଲୀ ସୀମା ସିଲ୍‌ ହେଲା; ତଥାପି ଗର୍ଜିଲେ

ଡିସେମ୍ବର ୩୧ ଯାଏ ବିଦେଶକୁ ଉଡ଼ି ପାରିବ ନାହିଁ ବିମାନ

ମନେ ପଡିଲା ୨୬/୧୧ର ସେଇ ଭୟଙ୍କର ସ୍ମୃତି

ଗ୍ରାହକଙ୍କୁ ଆଶ୍ୱସ୍ତି; ଡିବିଏସ୍‌ ଇଣ୍ଡିଆ ସହିତ ମିଶିବ ଲକ୍ଷ୍ମୀ ବିଳାସ ବ୍ୟାଙ୍କ

ଅଫିସରୁ ବିଳମ୍ବରେ ଫେରୁଥିଲେ ସ୍ୱାମୀ; ଅତିଷ୍ଠ ହୋଇ FIR ଦାଏର କଲେ ମହିଳା

ଗୋଲ୍ଡ‌ ମର୍ସିଡିଜ୍‌ କାର୍‌ ଧରି ବୁଲିଲେ ଚାଷୀ

ବିଳମ୍ବିତ ରାତିରେ ଲ୍ୟାଣ୍ଡଫଲ୍ କଲା ବାତ୍ୟା ‘ନିଭାର’, ପ୍ରବଳ ବର୍ଷା

You might also like