ଜି-୭ ସମ୍ମିଳନୀ: ଆଜି ହୋଇପାରେ ଟ୍ରମ୍ପ-ମୋଦିଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା

ଫ୍ରାନ୍ସ: ଜି-୭ ସମ୍ମିଳନୀରେ ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍‌ସନ୍‌ ଏବଂ ମିଳିତ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭେଟିଛନ୍ତି।

ଭାରତ ଓ ବ୍ରିଟେନ୍ ମଧ୍ୟରେ ଦ୍ୱିପାକ୍ଷିକ ସଂପର୍କ ସୁଦୃଢ଼ କରିବାକୁ ମୋଦି ବୋରିସ୍ ଜନ୍‌ସନ୍‌ଙ୍କ ସହ ଆଲୋଚନା କରିଥିବା ବେଳେ ମିଳିତ ଜାତିସଂଘ ମହାସଚିବଙ୍କ ସହ ମୁଖ୍ୟତଃ ପରିବେଶ ସୁରକ୍ଷା ଓ ଆତଙ୍କବାଦ ପ୍ରସଙ୍ଗରେ ଆଲୋଚନା ହୋଇଥିବା ସୂଚନା ମିଳିଛି।

ଆଜି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଭେଟିପାରନ୍ତି। ଉଭୟ ରାଷ୍ଟ୍ର ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନାରେ ଜମ୍ମୁ ଓ କାଶ୍ମୀର ପ୍ରସଙ୍ଗ ସ୍ଥାନ ପାଇପାରେ ବୋଲି ଅନୁମାନ କରାଯାଉଛି। ଫ୍ରାନ୍ସରେ ଆରମ୍ଭ ହୋଇଥିବା ଜି-୭ ସମ୍ମିଳନୀରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ସହ ଜର୍ମାନୀ, ବ୍ରିଟେନ, ଇଟାଲୀ, କାନାଡା ଓ ଜାପାନର ରାଷ୍ଟ୍ରମୁଖ୍ୟ ପ୍ରମୁଖ ଏହି ସମ୍ମିଳନୀରେ ଆମନ୍ତ୍ରିତ ସଦସ୍ୟ ଭାବେ ଯୋଗ ଦେଇଛନ୍ତି।

ବର୍ତ୍ତମାନ ସ୍ଥିତିରେ ବିଶ୍ୱ ଅର୍ଥନୀତିରେ ମାନ୍ଦାବସ୍ଥା ସହ ଟ୍ରେଡ୍ ଓ୍ୱାର ଚାଲିଥିବାବେଳେ ଏହି ସମ୍ମିଳନୀ ଉପରେ ସମସ୍ତଙ୍କ ନଜର ରହିଛି।

ଆହୁରି ପଢ଼ନ୍ତୁ

ନଭେମ୍ବର ଶେଷ ଯାଏ ବଢ଼ିଲା ଅନ୍‌ଲକ୍‌ ୫.୦ ଗାଇଡ୍‌ ଲାଇନ କଟକଣା

ଏବେ ଯେକୌଣସି ବ୍ୟକ୍ତି ଜାମ୍ମୁ କାଶ୍ମୀରରେ କିଣି ପାରିବେ ଜାଗା

ବାହା ହେବାକୁ ମନା କରିବାରୁ ଅଭିନେତ୍ରୀଙ୍କୁ ଛୁରାମାଡ଼ କଲେ ଫେସ୍‌ବୁକ ଫ୍ରେଣ୍ଡ

ଲଭ୍‌-ଜିହାଦ୍‌ରୁ ହତ୍ୟା! ସିସିଟିଭିରେ କଏଦ୍‌ ହେଲା ଭିଡିଓ

ଅଓ୍ୱନ୍ତିପୋରାରେ ଏନ୍‌କାଉଣ୍ଟର: ଆତ୍ମସମର୍ପଣ କଲା ଆତଙ୍କୀ

କେନ୍ଦ୍ରମନ୍ତ୍ରୀ ରାମଦାସ ଆଠୱାଲେ କରୋନା ପଜିଟିଭ୍

ହାଥରସ ଘଟଣା: ସୁପ୍ରିମକୋର୍ଟ କହିଲେ ୟୁପିରୁ ବାହାରକୁ ସ୍ଥାନାନ୍ତର ହେବନି ମାମଲା

୨ ଲକ୍ଷରୁ ଅଧିକ ଟଙ୍କାର ପିଆଜ ଚୋରି

ଭାରତ-ଆମେରିକା ଟୁ ପ୍ଲସ ଟୁ ବୈଠକ: BECA ରାଜିନାମା ସ୍ୱାକ୍ଷର କରିବେ ଦୁଇ ଦେଶ

ବିହାର ନିର୍ବାଚନ: ୩୪% ପ୍ରାର୍ଥୀଙ୍କ ନାଁରେ ରହିଛି ଅପରାଧିକ ମାମଲା

ସୋନୁ ସୁଦ୍‌ଙ୍କ ସାହାଯ୍ୟକୁ ନେଇ ୟୁଜର୍ସ କହିଲେ ‘ବଡ ଧୋକା’; ସୋନୁ ଦେଲେ ଏମିତି ଜବାବ୍‌

ମଦ୍ରାସାରେ ଭୟଙ୍କର ବିସ୍ଫୋରଣ; ୭ ମୃତ ୭୦ ଆହତ

You might also like