ସାମ୍ନାକୁ ଆସିଲା ଲାଲ୍‌ବାଗ୍‌ଚା ରାଜାଙ୍କ ପ୍ରଥମ ଝଲକ

ମୁମ୍ବାଇ: ଦିନକ ପରେ ସାରା ଦେଶରେ ପୂଜା ପାଇବେ ବିଘ୍ନ ବିନାଶକ ପ୍ରଭୁ ଶ୍ରୀ ଗଣେଶ। ଏନେଇ ସାରାଦେଶ ଚଳଚଞ୍ଚଳ।

Image Credit: Mid Day

ତେବେ ମୁମ୍ବାଇର ପ୍ରସିଦ୍ଧ ଲାଲ୍‌ବାଗ୍‌ଚା ରାଜାଙ୍କ ପ୍ରଥମ ଝଲକ୍‌ ସାମ୍ନାକୁ ଆସିଛି। ଯାହାକୁ ଦେଖିବାପାଇଁ ବହୁ ସଂଖ୍ୟକ ଶ୍ରଦ୍ଧାଳୁ ଅପେକ୍ଷା କରି ରହିଥିଲେ।

Image Credit: Mid Day

ପ୍ରତିବର୍ଷ ଭିନ୍ନ ଏବଂ ନିଆରା ଥିମ୍‌ରେ ଲାଲ୍‌ବାଗ୍‌ଚାରେ ଗଣେଶଙ୍କୁ ପୂଜାର୍ଚ୍ଚନା କରାଯାଇଥାଏ। ଚଳିତ ବର୍ଷ ଥିମ୍ ଚନ୍ଦ୍ରଯାନ-୨ ରହିଛି।

Image Credit: Mid Day

ମୁମ୍ବାଇ ସମେତ ମହାରାଷ୍ଟ୍ରର ସବୁ ଅଞ୍ଚଳରେ ଗଣେଶ ପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ସେପ୍ଟେମ୍ବର ୨ରୁ ୧୦ ଦିନ ଯାଏ ବେଶ୍‌ ଆଡମ୍ବରରେ ମୁମ୍ବାଇରେ ଗଣେଶ ପୂଜା ପାଳନ ହେବ।

ଆହୁରି ପଢ଼ନ୍ତୁ

କରୋନା ଚିକିତ୍ସାରୁ ବାଦ୍ ପଡ଼ିପାରେ ପ୍ଲାଜ୍‌ମା ଥେରାପି

ବଜେପି ଛାଡ଼ିଲେ ବରିଷ୍ଠ ନେତା ଏକନାଥ ଖଡ଼ସେ; କହିଲେ, ଫଡ଼ନାଭିସଙ୍କ ପାଇଁ ଛାଡ଼ିଲି ଦଳ

ଆନ୍ଧ୍ର କନକ ଦୁର୍ଗା ମନ୍ଦିର ନିକଟରେ ଭୂସ୍ଖଳନ: ୪ ଫସି ରହିଥିବା ଆଶଙ୍କା

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା

ମଦ୍ରାସାକୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ବିଜେପି ସାଂସଦ

କିଛି ଦିନ ତଳେ କମିଥିଲା, ଏବେ ପୁଣି ବଢ଼ିଲା ସୁନା ଦର

୨୩ ଜଣ ବନ୍ଧୁଙ୍କୁ ନେଇ ରେଷ୍ଟୁରାଣ୍ଟରେ ପହଞ୍ଚିଲେ ଗର୍ଲଫ୍ରେଣ୍ଡ; ବିଲ୍‌ ଦେଖି ଦୌଡି ପଳାଇଲେ ପ୍ରେମିକ

ହାଥରସ୍‌ ଘଟଣା ପରେ ଧର୍ମ ପରିବର୍ତ୍ତନ କଲେ ବାଲ୍ମିକୀ ସମାଜର ୫୦ ପରିବାର

ପାକିସ୍ତାନରେ ବିସ୍ଫୋରଣ: ୩ ମୃତ

ଶତ୍ରୁ ପାଖରେ ବି ମହନୀୟତା ଦେଖାଇଲେ ଭାରତୀୟ ଯବାନ; ଧରାପଡ଼ିଥିବା ଚୀନ ସେନାଙ୍କୁ ଫେରାଇ ଦେଲେ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

You might also like