କମିଲା ସୁନା ଦର, ଦୀପାବଳିରେ କେମିତି ରହିବ ଦର, ଜାଣନ୍ତୁ…

ନୂଆଦିଲ୍ଲୀ: ଗତ କିଛିଦିନ ହେବ ସୁନା,ରୂପା ଦର ହ୍ରାସ ପାଉଥିବା ଦେଖିବାକୁ ମିଳିଛି। ବୁଧବାର ଦିନ ଦିଲ୍ଲୀର Bullion Marketରେ ସୁନା ଦର ୬୦୦ ଟଙ୍କା ହ୍ରାସ ପାଇଥିବା ଦେଖିବାକୁ ମିଳିଥିଲା। ଆଜି ମଧ୍ୟ ସୁନା, ରୂପା ଦରରେ ହ୍ରାସ ଦେଖିବାକୁ ମିଳିଛି।

Bullion Marketରେ ପ୍ରାରମ୍ଭରୁ ଆଜି ସୁନା ଦର ହ୍ରାସ ପାଇ ପ୍ରତି ୧୦ ଗ୍ରାମକୁ ୫୦,୬୦୩ ଟଙ୍କାରେ କାରବାର ଚାଲିଥିଲା। ସେହିପରି ରୂପା ଦରରେ ମଧ୍ୟ ହ୍ରାସ ଘଟି ପ୍ରତି କିଲୋକୁ ୬୦,୫୭୩ ଟଙ୍କାରେ କାରବାର ଚାଲିଥିଲା।

ଅକ୍ଟୋବର ମାସ ଶେଷ ସୁଦ୍ଧା ଓ ନଭେମ୍ବର ମାସର ୨ ସପ୍ତାହ ପର୍ଯ୍ୟନ୍ତ ସୁନା ଦର ବୃଦ୍ଧି ପାଇପାରେ ବୋଲି ଏକ୍ସପର୍ଟମାନେ ଅନୁମାନ କରୁଛନ୍ତି। ନଭେମ୍ବରରେ ସୁନା ଦର ପ୍ରତି ୧୦ ଗ୍ରାମକୁ ୬୦ହଜାର ଟଙ୍କାରେ ପହଞ୍ଚିପାରେ। କାରଣ ଏହି ସମୟରେ ଫେଷ୍ଟିଭ୍‌ ସିଜନ୍‌ ଚାଲିଥିବ। ତେଣୁ ଏହାକୁ ଦୃଷ୍ଟିରେ ରଖି ସୁନା, ରୂପା ଦର ବୃଦ୍ଧି ହେବ ବୋଲି ଆଶଙ୍କା କରାଯାଉଛି।

ଦୀପାବଳି ପାଖାପାଖି ସୁନା ଦରରେ ବୃଦ୍ଧି ହୋଇପାରେ। ଲୋକମାନଙ୍କ ଚାହିଦାକୁ ଦେଖି ଏହି ଦରରେ ବୃଦ୍ଧି ଘଟିପାରେ ବୋଲି ଏକ୍ସପର୍ଟମାନେ ଅନୁମାନ କରିଛନ୍ତି।

ଆହୁରି ପଢ଼ନ୍ତୁ

୧୦ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ଫାଶୀ

ଗ୍ରୀସ୍ ଓ ତୁର୍କୀରେ ଭୟଙ୍କର ଭୂମିକମ୍ପ, ମାଡ଼ିଆସିଲା ସୁନାମି !

ଅଭିନନ୍ଦନଙ୍କୁ ଛାଡ଼ିବା ପାଇଁ କୌଣସି ଚାପ ପଡ଼ି ନ ଥିଲା-ସଫେଇ ଦେଲେ ଇମ୍ରାନ

ଆରୋଗ୍ୟ ସେତୁ ଆପ୍ସର ତଥ୍ୟ ଖିଲାପ କରିଥିବା ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବାପାଙ୍କୁ ହତ୍ୟା କରିବା ପରେ କ୍ରାଇମ୍‌ ଶୋ’ରୁ ଆଇଡିଆ ନେଇ ପ୍ରମାଣ ନଷ୍ଟ କଲା ପୁଅ

ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ବର୍ଷିଲେ ପ୍ରଧାନମନ୍ତ୍ରୀ

ସେକ୍ସ ଗୁରୁଙ୍କୁ ମିଳିଲା ସଜା, ଜେଲରେ ରହିବେ ୧୨୦ ବର୍ଷ

ଦିୱାଲିରେ ଏହିସବୁ ସ୍ମାର୍ଟଫୋନ୍‌ ଉପରେ ମିଳୁଛି ବମ୍ପର ଅଫର୍‌

କରୋନା ଆକ୍ରାନ୍ତଙ୍କ ଚିକିତ୍ସାରେ ସହାୟକ ହେବ ବିସିଜି ଟିକା

ବିବାହ ଉତ୍ସବରେ ଯୋଗଦେଇ ଫେରୁ ଥିବାବେଳେ ଓଲଟିଲା ଭ୍ୟାନ୍‌; ୬ ମୃତ

ମଦ ଢାଳି ଭୂମି ପୂଜନ କଲେ ବିଧାୟକ

ମୁଙ୍ଗେର ଗୁଳିକାଣ୍ଡ ପ୍ରତିବାଦରେ ବ୍ୟାପକ ହିଂସାକାଣ୍ଡ, ତଦନ୍ତ ନିର୍ଦ୍ଦେଶ ଦେଲେ ସିଇସି

You might also like