Gold Price Today: ସୁନା, ରୂପା ଦରରେ ବଡ଼ ଧରଣର ହ୍ରାସ

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦର ହ୍ରାସ ଯୋଗୁ ଭାରତରେ ମଧ୍ୟ ଏହି ଦରରେ ବଡ଼ ଧରଣର ହ୍ରାସ ଘଟିଛି। ଆଜି ଟ୍ରେଡିଂ ଆରମ୍ଭରୁ ସୁନା ଓ ରୂପା ଦରରେ ହ୍ରାସ ଦେଖିବାକୁ ମିଳିଥିଲା।

ଟ୍ରେଡିଂ ଆରମ୍ଭରୁ ସୁନା ଦର Multi Commodity Exchange(MCX)ରେ ୪୧୫ଟଙ୍କା ହ୍ରାସ ସହ ପ୍ରତି ୧୦ ଗ୍ରାମକୁ ୫୧,୪୦୯ ଟଙ୍କା ହୋଇଯାଇଥିଲା। ରୂପା ଦର MCXରେ ୯୧୯ଟଙ୍କା ହ୍ରାସ ସହ ପ୍ରତି କି.ଗ୍ରା.କୁ ୬୭,୮୬୨ଟଙ୍କାରେ ହୋଇଥିଲା।

Good Returnsର ଏକ ରିପୋର୍ଟ ଅନୁସାରେ, ଆଜି ୨୪ କ୍ୟାରେଟ୍‌ ସୁନା ପ୍ରତି ୧୦ ଗ୍ରାମକୁ ୫୧,୫୯୦ଟଙ୍କା ଥିବାବେଳେ ରୂପା ଦର ପ୍ରତି କିଲୋକୁ ୬୯ହଜାର ୦୧୦ଟଙ୍କା ରହିଛି।

ଆହୁରି ପଢ଼ନ୍ତୁ

ସ୍ୱେଚ୍ଛାସେବୀଙ୍କ ବିରୋଧରେ ୧୦୦ କୋଟିର ମାନହାନି ମୋକଦ୍ଦମା କଲା ସେରମ୍‌

ଟିକେଟ୍‌ ବଣ୍ଟନକୁ ନେଇ ବିଜେପି ମନ୍ତ୍ରୀଙ୍କ ବିବାଦୀୟ ବୟାନ

ରାଜନୈତିକ ଦଳ ଗଠନ କରିପାରନ୍ତି ରଜନୀକାନ୍ତ

ମୁଖ୍ୟସ୍ରୋତକୁ ଫେରିବା ପାଇଁ ସଂଗଠନ ଛାଡ଼ିଲେ ହାର୍ଡକୋର ମାଓବାଦୀ

କୁକୁର ସହ ଖେଳୁଥିବାବେଳେ ପଡ଼ିଗଲେ ଜୋ ବାଇଡେନ

୧୧୦ ଶ୍ରମିକଙ୍କ ମୁଣ୍ଡ କାଟି ହତ୍ୟା କଲେ ଆତଙ୍କୀ, ମହିଳାଙ୍କୁ ଉଠାଇ ନେଲେ

ଚାଷୀ ଆନ୍ଦୋଳନ ନେଇ ବିଜେପି ନେତାଙ୍କ ବୈଠକ

କରୋନା ବଢ଼ାଇଲା କୁକୁଡ଼ା ଦାମ୍‌, ଗୋଟାକୁ ୮୫୦

ବାଂଲାଦେଶୀ, ରୋହିଙ୍ଗ୍ୟାଙ୍କୁ ବିତାଡ଼ିତ ନ କରିବା ଅଭିଯୋଗ ଉପରେ କଡ଼ା ଆଭିମୁଖ୍ୟ ରଖିଲେ ଶାହ

କିମ୍‌ଙ୍କୁ ନେଇ ସାଂଘାତିକ ପ୍ରତିକ୍ରିୟା ରଖିଲେ ସାଂସଦ

ବର୍ଷକରେ ମଲେ ୨୬ ବାଘ

ଅଭିନେତ୍ରୀ ଦିବ୍ୟାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, ଭେଣ୍ଟିଲେଟରରେ ଭର୍ତ୍ତି

You might also like