ସୁନା ଖଣିରେ ମାଟି ଅତଡ଼ା ଖସି ୩୦ ମୃତ

ଆଫଗାନିସ୍ତାନ : ଆଫଗାନିସ୍ତାନରେ ଅଘଟଣ। ଗୋଲ୍‌ଡ ମାଇନ୍ସରେ ମାଟି ଅତଡ଼ା ଖସିବାରୁ ୩୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି। ପ୍ରାୟ ୧୫ ଜଣ ଆହତ ହୋଇଛନ୍ତି।

ଆଫଗାନିସ୍ତାନର କୋହିସ୍ତାନ ଜିଲ୍ଲାରେ ଏହି ଅଭାବନୀୟ ଘଟଣା ଘଟିଛି। ସୁନା ଅନୁସନ୍ଧାନ ପାଇଁ ଗ୍ରାମବାସୀମାନେ ୨୦୦ ଫୁଟ୍ ତଳକୁ ଖଣି ଖନନ କରୁଥିବା ବେଳେ ଅଚାନକ୍ ଧସିଯାଇଥିଲା। ଫଳରେ ଘଟଣାସ୍ଥଳରେ ବହୁ ଲୋକ ପ୍ରାଣ ହରାଇଥିଲେ।

ଖଣି ଭିତରେ ଫସିଥିବା ଲୋକଙ୍କୁ ଉଦ୍ଧାର କାର୍ଯ୍ୟରେ ଲାଗିପଡିଛି ଉଦ୍ଧାରକାରୀ ଟିମ୍। ବର୍ଷ ବର୍ଷ ଧରି ଗ୍ରାମବାସୀମାନେ ଏଭଳି ସୁନା ଅନୁସନ୍ଧାନରେ ଖଣି ଖନନ କରୁଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ

ନଭେମ୍ବର ଶେଷ ଯାଏ ବଢ଼ିଲା ଅନ୍‌ଲକ୍‌ ୫.୦ ଗାଇଡ୍‌ ଲାଇନ କଟକଣା

ଏବେ ଯେକୌଣସି ବ୍ୟକ୍ତି ଜାମ୍ମୁ କାଶ୍ମୀରରେ କିଣି ପାରିବେ ଜାଗା

ବାହା ହେବାକୁ ମନା କରିବାରୁ ଅଭିନେତ୍ରୀଙ୍କୁ ଛୁରାମାଡ଼ କଲେ ଫେସ୍‌ବୁକ ଫ୍ରେଣ୍ଡ

ଲଭ୍‌-ଜିହାଦ୍‌ରୁ ହତ୍ୟା! ସିସିଟିଭିରେ କଏଦ୍‌ ହେଲା ଭିଡିଓ

ଅଓ୍ୱନ୍ତିପୋରାରେ ଏନ୍‌କାଉଣ୍ଟର: ଆତ୍ମସମର୍ପଣ କଲା ଆତଙ୍କୀ

କେନ୍ଦ୍ରମନ୍ତ୍ରୀ ରାମଦାସ ଆଠୱାଲେ କରୋନା ପଜିଟିଭ୍

ହାଥରସ ଘଟଣା: ସୁପ୍ରିମକୋର୍ଟ କହିଲେ ୟୁପିରୁ ବାହାରକୁ ସ୍ଥାନାନ୍ତର ହେବନି ମାମଲା

୨ ଲକ୍ଷରୁ ଅଧିକ ଟଙ୍କାର ପିଆଜ ଚୋରି

ଭାରତ-ଆମେରିକା ଟୁ ପ୍ଲସ ଟୁ ବୈଠକ: BECA ରାଜିନାମା ସ୍ୱାକ୍ଷର କରିବେ ଦୁଇ ଦେଶ

ବିହାର ନିର୍ବାଚନ: ୩୪% ପ୍ରାର୍ଥୀଙ୍କ ନାଁରେ ରହିଛି ଅପରାଧିକ ମାମଲା

ସୋନୁ ସୁଦ୍‌ଙ୍କ ସାହାଯ୍ୟକୁ ନେଇ ୟୁଜର୍ସ କହିଲେ ‘ବଡ ଧୋକା’; ସୋନୁ ଦେଲେ ଏମିତି ଜବାବ୍‌

ମଦ୍ରାସାରେ ଭୟଙ୍କର ବିସ୍ଫୋରଣ; ୭ ମୃତ ୭୦ ଆହତ

You might also like