କମିଲା ସୁନା ଓ ରୂପା ଦର

ନୂଆଦିଲ୍ଲୀ: ଲଗାତାର ତିନି ଧରି ସୁନା ଓ ରୂପା ଦରରେ ହ୍ରାସ ଦେଖିବାକୁ ମିଳିଥିବା ବେଳେ ଆଜି ମଧ୍ୟ ଏହି ଦରରେ ହ୍ରାସ ଦେଖିବାକୁ ମିଳିଛି। ଆଜି ଟ୍ରେଡିଂ ଆରମ୍ଭରୁ ସୁନା ଓ ରୂପା ଦରରେ ହ୍ରାସ ଦେଖିବାକୁ ମିଳିଥିଲା।

ଆଜି ଦିନ ୧୧ଟା ୭ ରେ ସୁନା ଦର Multi Commodity Exchange(MCX)ରେ ୨୦୮ଟଙ୍କା ହ୍ରାସ ସହ ପ୍ରତି ୧୦ ଗ୍ରାମକୁ ୪୯,୩୦୦ଟଙ୍କାରେ କାରବାର ଚାଲିଥିଲା। ଏହାପରେ ମଧ୍ୟ ସୁନା ଦରରେ ହ୍ରାସ ଦେଖିବାକୁ ମିଳିଥିଲା। ଦିନ ୧୧ଟା ୯ ରେ ରୂପା ଦର MCXରେ ୨,୧୮୮ଟଙ୍କା ହ୍ରାସ ସହ ପ୍ରତି କି.ଗ୍ରା.କୁ ୫୬,୩୦୦ଟଙ୍କାରେ କାରବାର ଚାଲିଥିଲା।

ଗତ ୪ ଦିନରେ ସୁନା ଦର ପ୍ରତି ୧୦ ଗ୍ରାମକୁ ପାଖାପାଖି ଅଢ଼େଇ ହଜାର ଟଙ୍କା ହ୍ରାସ ପାଇଛି। ଅନ୍ତରାଷ୍ଟ୍ରୀୟ ବଜାରରେ ମଧ୍ୟ ସୁନା ଦରରେ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି।

Good Returnsର ଏକ ରିପୋର୍ଟ ଅନୁସାରେ,ଆଜି ୨୪ କ୍ୟାରେଟ୍‌ ସୁନା ପ୍ରତି ୧୦ ଗ୍ରାମକୁ ୪୯,୪୦୦ଟଙ୍କା ଥିବାବେଳେ ରୂପା ଦର ପ୍ରତି କିଲୋକୁ ୫୭ ହଜାର ୦୦୦ଟଙ୍କା ରହିଛି। ଗତକାଲି ସୁନା ଦର ୫୦ ହଜାର ଥିବାବେଳେ ରୂପା ଦର ୫୯ ହଜାର ଥିଲା।

ଆହୁରି ପଢ଼ନ୍ତୁ

୧୦ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ଫାଶୀ

ଗ୍ରୀସ୍ ଓ ତୁର୍କୀରେ ଭୟଙ୍କର ଭୂମିକମ୍ପ, ମାଡ଼ିଆସିଲା ସୁନାମି !

ଅଭିନନ୍ଦନଙ୍କୁ ଛାଡ଼ିବା ପାଇଁ କୌଣସି ଚାପ ପଡ଼ି ନ ଥିଲା-ସଫେଇ ଦେଲେ ଇମ୍ରାନ

ଆରୋଗ୍ୟ ସେତୁ ଆପ୍ସର ତଥ୍ୟ ଖିଲାପ କରିଥିବା ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବାପାଙ୍କୁ ହତ୍ୟା କରିବା ପରେ କ୍ରାଇମ୍‌ ଶୋ’ରୁ ଆଇଡିଆ ନେଇ ପ୍ରମାଣ ନଷ୍ଟ କଲା ପୁଅ

ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ବର୍ଷିଲେ ପ୍ରଧାନମନ୍ତ୍ରୀ

ସେକ୍ସ ଗୁରୁଙ୍କୁ ମିଳିଲା ସଜା, ଜେଲରେ ରହିବେ ୧୨୦ ବର୍ଷ

ଦିୱାଲିରେ ଏହିସବୁ ସ୍ମାର୍ଟଫୋନ୍‌ ଉପରେ ମିଳୁଛି ବମ୍ପର ଅଫର୍‌

କରୋନା ଆକ୍ରାନ୍ତଙ୍କ ଚିକିତ୍ସାରେ ସହାୟକ ହେବ ବିସିଜି ଟିକା

ବିବାହ ଉତ୍ସବରେ ଯୋଗଦେଇ ଫେରୁ ଥିବାବେଳେ ଓଲଟିଲା ଭ୍ୟାନ୍‌; ୬ ମୃତ

ମଦ ଢାଳି ଭୂମି ପୂଜନ କଲେ ବିଧାୟକ

ମୁଙ୍ଗେର ଗୁଳିକାଣ୍ଡ ପ୍ରତିବାଦରେ ବ୍ୟାପକ ହିଂସାକାଣ୍ଡ, ତଦନ୍ତ ନିର୍ଦ୍ଦେଶ ଦେଲେ ସିଇସି

You might also like