କମିଲା ସୁନା, ରୂପା ଦର

ନୂଆଦିଲ୍ଲୀ: କମିଲା ସୁନା ଦର। ଗୁରୁବାର ଘରୋଇ ବଜାରରେ ସୁନାଦର ହ୍ରାସ ପାଇଥିବା ଦେଖିବାକୁ ମିଳିଛି। ଗୁରୁବାର ସକାଳେ ସୁନା ଦରରେ ୦.୨୪ ପ୍ରତିଶତ ହ୍ରାସ ପାଇଛି। ଅର୍ଥାତ୍‌ ୧୧୭ ଟଙ୍କା ହ୍ରାସ ପାଇ ସୁନା ଦର ପ୍ରତି ୧୦ ଗ୍ରାମକୁ  ୪୮, ୧୫୦ ଟଙ୍କା ରହିଛି।

ସୁନା ବ୍ୟତୀତ ବିଶ୍ୱ ବଜାରରେ ରୂପା ଦର ମଧ୍ୟ ହ୍ରାସ ପାଇଥିବା ଦେଖିବାକୁ ମିଳିଛି। ଗୁରୁବାର ସକାଳେ ରୂପ ଦର ୦.୪୪ ପ୍ରତିଶତ ଅର୍ଥାତ୍‌ ୨୧୬ ଟଙ୍କା ହ୍ରାସ ପାଇଛି। ଏବେ ରୂପ ଦର କିଲୋଗ୍ରାମ ପିଛା ୪୯, ୨୦୮ଟଙ୍କା ରହିଛି।

କରୋନା ମହାମାରୀ ଯୋଗୁ ସାରା ବିଶ୍ୱରେ ସୁନା ଦର ଆକାଶଛୁଆଁ ରହିଥିଲା। ଲକଡାଉନ୍ ଲାଗୁ ହେବା ପରେ ସୁନାଦର ଲଗାତରେ ବଢ଼ିବାରେ ଲାଗିଥିଲା। କିନ୍ତୁ ଗୁରୁବାର ସୁନାଦର ହ୍ରାସ ପାଇବାରୁ ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି।

ଆହୁରି ପଢ଼ନ୍ତୁ

ହସ୍ପିଟାଲରୁ ଡିସଚାର୍ଜ ହେଲେ ଏହି ରାଜ୍ୟର ମୁଖ୍ୟମନ୍ତ୍ରୀ

ମୋଦି ସରକାରଙ୍କ EIA ଡ୍ରାଫ୍ଟକୁ ରାହୁଲ ଗାନ୍ଧିଙ୍କ ବିରୋଧ

ଆଣ୍ଡାମାନ ନିକୋବରକୁ ପ୍ରଧାନମନ୍ତ୍ରୀ ଦେଲେ ବଡ଼ ଉପହାର

୧୪ ବର୍ଷ ପରେ ମିଳିଲା ହଜି ଯାଇଥିବା ପର୍ସ, ଆଉ ସେଥିରୁ ବାହାରିଲା…

ସାବଧାନ ! ବିନା ଅର୍ଡରରେ ଘରେ ପହଞ୍ଚୁଛି କି ବିହନ ପ୍ୟାକେଟ ? ଭୁଲ୍‌ରେ ବି ଖୋଲନ୍ତୁନି

ଉଦ୍ଧାର ହେଲା ବିରଳ ପ୍ରଜାତିର ବିଷାକ୍ତ ସାପ

୨୪ ଘଣ୍ଟାରେ ଦେଶରେ ୬୨ ହଜାର ୬୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ପକ୍ଷୀମାନଙ୍କୁ ଦାନା ଖାଇବାକୁ ଦେଉଛି ଏକ ବର୍ଷର ଶିଶୁ, ଫଟୋ ଭାଇରାଲ

ବିଷ ଇଞ୍ଜେକ୍ସନ ଦେଇ ୧୧ ପାକିସ୍ତାନ ଶରଣାର୍ଥୀଙ୍କୁ ହତ୍ୟା କରାଯାଇଥିଲା

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ କରୋନା

ମାଟି ତଳୁ ଶୁଭିଲା କାନ୍ଦିବାର ଶବ୍ଦ, ଆଉ ତା’ପରେ…

ଏକ ମାସର ଶିଶୁ ଦେଲା କରୋନାକୁ ମାତ୍‌, ମା’ କ୍ଷୀରକୁ ଡାକ୍ତର କଲେ ଅସ୍ତ୍ର

You might also like