ଗାଡ଼ି ଡକ୍ୟୁମେଣ୍ଟ ବୈଦ୍ଧତା ଅବଧି ବୃଦ୍ଧି କଲେ ସରକାର

ନୂଆଦିଲ୍ଲୀ: କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରାଳୟ ପକ୍ଷରୁ ଗାଡି ଡକ୍ୟୁମେଣ୍ଟ ବୈଦ୍ଧତା ଅବଧି ବୃଦ୍ଧି କରାଯାଇଛି। ସେପ୍ଟେମ୍ବର ପର୍ଯ୍ୟନ୍ତ ଅବଧି ବୃଦ୍ଧି ନେଇ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଘୋଷଣା କରିଛନ୍ତି। ଏନେଇ ସବୁ ରାଜ୍ୟକୁ ଆଡଭାଇଜରୀ ଜାରି କରାଯାଇଛି।

ଗାଡିର ଫିଟ୍‌ନେସ, ପରମିଟ୍, ରେଜିଷ୍ଟ୍ରେସନ ଓ ଡ୍ରାଇଭିଂ ଲାଇସେନସ୍ କିମ୍ବା ଅନ୍ୟ କୌଣସି ଡକ୍ୟୁମେଣ୍ଟର ଅବଧି ଯଦି ଚଳିତବର୍ଷ ୧ ଫେବୃଆରୀ ପରେ ଶେଷ ହେଉଥାଏ, ତେବେ ତାହା ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ବୈଧ ରହିବ।

ପୂର୍ବରୁ ମାର୍ଚ୍ଚ ୩୦ରେ ଏହି ଅବଧିକୁ ୩୦ ଜୁନ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା। କରୋନା ସଂକ୍ରମଣ ଯୋଗୁଁ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି। ଏହାକୁ ନଜରରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ଘୋଷଣା କରାଯାଇଛି।

ଆହୁରି ପଢ଼ନ୍ତୁ

ଲକ୍‌‌ଡାଉନ ସମୟରେ ସ୍‌:ତନ୍ତ୍ର ଶ୍ରମିକ ଟ୍ରେନ୍‌‌ରେ ୯୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି

ସାମ୍ବାଦିକଙ୍କ ସମେତ ଚୀନ ଓ ନେପାଳ ନାଗିରକ ଗିରଫ; ଚୀନ ଗୁଇନ୍ଦା ସଂସ୍ଥାକୁ ଦେଉଥିଲେ ଗୁପ୍ତ ଖବର

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ରେଡ୍‌ ବେଳେ ୯ ଆତଙ୍କବାଦୀ ଗିରଫ, ଦେଶରେ ବଡ଼ ଧରଣର ହମ୍‌ଲା ପାଇଁ କରିଥିଲେ ଯୋଜନା

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

ଡ୍ରଗ୍ସ ଲିଙ୍କ୍ ମାମଲାରେ ଆଉଜଣେ ପେଡଲର୍ ଗିରଫ

ଏଣିକି କୁକୁରଙ୍କ ପାଇଁ ବ୍ଲଡ୍ ବ୍ୟାଙ୍କ୍

ମୃତ୍ୟୁ ପୂର୍ବରୁ ଶେଷଥର ପାଇଁ କାହାକୁ କଲ୍‌ କରିଥିଲେ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ଦିଶା ?

You might also like