ସୋନଭଦ୍ରରେ ସୁନା ନାହିଁ; ଖବର ମିଛ ବୋଲି କହିଲା ଭାରତୀୟ ଭୂତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା

ଲକ୍ଷ୍ନୌ: ଉତ୍ତରପ୍ରଦେଶର ସୋନଭଦ୍ର ଜିଲ୍ଲାରେ ହଜାର ହଜାର ଟନ୍ ସୁନା ଗଛିତ ଅଛି ବୋଲି ଯେଉଁ ଖବର ଦୁଇଦିନ ହେଲା ଶୁଣିବାକୁ ମିଳୁଛି, ତାହା ମିଛ ବୋଲି ଭାରତୀୟ ଭୂତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ସ୍ପଷ୍ଟ କରିଛି। କୋଲକାତାର ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଜିଏସ୍ଆଇର ମହାନିର୍ଦ୍ଦେଶକ ଏମ୍. ଶ୍ରୀଧର କହିଛନ୍ତି ଯେ, ସୋନଭଦ୍ରରେ ସୁନା ଗଛିତ ନେଇ କୌଣସି ପ୍ରକାର ଆକଳନ ହୋଇନାହିଁ। ଏନେଇ ଜିଏସ୍ଆଇ ପକ୍ଷରୁ କେବେ ବି କାହାକୁ କୁହାଯାଇ ନାହିଁ ବୋଲି ଶ୍ରୀଧର କହିଛନ୍ତି।

 

୧୯୯୮ରୁ ୨୦୦୦ ମଧ୍ୟରେ ସୋନଭଦ୍ର ଅଞ୍ଚଳରେ ସର୍ବେକ୍ଷଣ କରାଯାଇଥିଲା। ସର୍ବେକ୍ଷଣ ପରେ କୁହାଯାଇଥିଲା କି ସୋନଭଦ୍ରରେ ଖଣିଜ ପଦାର୍ଥ ରହିଛି। ଆଉ ଏନେଇ ଉତ୍ତରପ୍ରଦେଶ ଖଣି ମହାନିର୍ଦ୍ଦେଶକଙ୍କୁ ଜଣାଯାଇଥିଲା ହେଲେ ସୁନା ଖଣି ଓ ଏତେ ମାତ୍ରାରେ ସୁନା ଗଛିତ ଥିବା ନେଇ କେବେ ବି କୁହାଯାଇନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି।

ଆହୁରି ପଢ଼ନ୍ତୁ

ସାରା ବିଶ୍ୱରେ ୮ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

‘ପିଏମ କେୟାର୍ସ ଫଣ୍ଡ’କୁ ଦାନ କଲେ ମୋଦିଙ୍କ ମା’

ପୂରା ବିଶ୍ୱରେ କରୋନା ସ୍ଥିତି ଜଟିଳ: ପଢ଼ନ୍ତୁ ସମ୍ପୂର୍ଣ୍ଣ ରିପୋର୍ଟ

ନିଜାମୁଦ୍ଦିନ ଧାର୍ମିକ ସଭାରୁ ଫେରିଥିବା ୫୦ ତାମିଲନାଡୁ ନାଗରିକ କରୋନା ଆକ୍ରାନ୍ତ

ମହାରାଷ୍ଟ୍ରରେ ଆଜି ୭୨ କରୋନା ରୋଗୀ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୦୦ ଟପିଲା

କୋଭିଡ୍-୧୯ ଆକ୍ରାନ୍ତରେ ୧୨ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ

ପ୍ରବାସୀ ଶ୍ରମିକଙ୍କ ପାଇଁ କମିଟି ଗଠନ କରିବାକୁ ୨୪ ଘଣ୍ଟା ମହଲତ ଦେଲେ ସୁପ୍ରିମକୋର୍ଟ

BSNLର ମାଗଣା ସୁବିଧା; ଜିଓ, ଏୟାର୍‌ଟେଲ୍‌ ଓ ଭୋଡ଼ା ଆଣିଲେ ନୂଆ ଅଫର୍‌

ଆଦିବାସୀଙ୍କ ପାଇଁ କାନ୍ଧରେ ଖାଦ୍ୟ ସାମଗ୍ରୀ ବୋହି ୩କିମି ଚାଲିଲେ ଜିଲ୍ଲାପାଳ ଓ ବିଧାୟକ

୧୬ କର୍ମଚାରୀ କରୋନା ପଜିଟିଭ; କମ୍ପାନୀ ସିଲ୍‌ କଲା ପ୍ରଶାସନ

କରୋନା ରୋଗୀଙ୍କ ପାଇଁ ପାର୍କରେ ମେଡିକାଲ ନିର୍ମାଣ କଲା ଆମେରିକା

ନିଜାମୁଦ୍ଦିନ ଧାର୍ମିକ ସଭାରେ ଯୋଗ ଦେଇଥିବା ୯ ଜଣଙ୍କ ମୃତ୍ୟୁ, ୨୪ ଆକ୍ରାନ୍ତ

You might also like