ରେୱାରୀ ଷ୍ଟେସନ୍‌ ଉଡ଼ାଇବାକୁ ଧମକାଇଲା ‘ମାସୁଦ୍‌’

ନୂଆଦିଲ୍ଲୀ: ହରିଆଣାର ରେୱାରୀ ରେଲ୍‌ୱେ ଷ୍ଟେସନ୍‌ ଉଡ଼ାଇବାକୁ ଧମକାଇଛି କୁଖ୍ୟାତ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ। ଆସନ୍ତା ଅକ୍ଟୋବର ୮ ତାରିଖ ଭିତରେ ଏଭଳି ଭୟଙ୍କର ଆକ୍ରମଣ ହେବ ବୋଲି ଧମକାଇଛି ଏହି ସଂଗଠନ।

ପୁଲିସ୍‌ ଜବତ କରିଥିବା ଏହି ଚିଠି କରାଚିର କେହି ଜଣେ ‘ମାସୁଦ୍‌’ ଏହି ଚିଠି ପଠାଇଛି। ଚର୍ଚ୍ଚା ଆରମ୍ଭ ହୋଇଛି ଏହି ‘ମାସୁଦ୍‌’ ଜୈଶ୍‌ ମୁଖ୍ୟ ମାସୁଦ୍‌ ଆଝାର। ଏହି ଧମକ ପରେ ରେୱାରୀ ଷ୍ଟେସନ୍‌ ଚାରିକଡ଼େ ସୁରକ୍ଷା କଡ଼ାକଡ଼ି କରାଯାଇଛି।

ଜୈଶ ଅଣ୍ଡରୱାଟର ଆକ୍ରମଣ କରିବା ପାଇଁ କିଛି ଆତଙ୍କୀଙ୍କୁ ତାଲିମ ଦେଉଛି ବୋଲି ପୂର୍ବରୁ ଖବର ମିଳିଥିଲା। ଏହାର ମୁକାବିଲା ପାଇଁ ଭାରତୀୟ ନୌବାହିନୀ ପୂର୍ବରୁ ପ୍ରସ୍ତୁତ ହୋଇ ରହିଛନ୍ତି। ସୀମା ସୁରକ୍ଷା ବଳ ଜାଣିବାକୁ ପାଇଥିଲା ପ୍ରାୟ ୫୦ ଜଣ ଆତଙ୍କବାଦୀ ଏହି ତାଲିମ ନେଉଛନ୍ତି।

ଆହୁରି ପଢ଼ନ୍ତୁ

ଡ୍ରଗ୍ସ ନେଉଥିବା କଥା ଅସ୍ୱୀକାର କଲେ ସାରା ଓ ଶ୍ରଦ୍ଧା

କେନ୍ଦ୍ର ବିଜେପିରେ ବଡ଼ଧରଣର ପରିବର୍ତ୍ତନ; କାହାକୁ କେଉଁ ଦାୟିତ୍ୱ ମିଳିଲା ଜାଣନ୍ତୁ

କଙ୍ଗନାଙ୍କ ବିରୋଧରେ ମାମଲା ରୁଜୁ

WHO ସତର୍କବାଣୀ; କରୋନାରେ ୨୦ ଲକ୍ଷ ଲୋକଙ୍କ ଜୀବନ ଯିବ

ଜାତିସଂଘରେ ପାକିସ୍ତାନ ଉପରେ ବର୍ଷିଲା ଭାରତ: କହିଲା- ‘ନିର୍ଲଜ ଦେଶ ହିଁ ଏଭଳି ମତ ରଖିପାରେ’

ଭାରତର ବନ୍ଧୁ ବୋଲି ପୁଣି ଥରେ ପ୍ରମାଣିତ କଲା ମାଲଦୀପ

NCB ଅଫିସ୍‌ରେ ହାଜର ହେଲେ ଶ୍ରଦ୍ଧା, ସାରା

ଗୋଟିଏ ପ୍ରଶ୍ନ ଦୀପିକାଙ୍କ ପାଇଁ ସାଜିଛି କଣ୍ଟା

ଦୀପିକା, ଶ୍ରଦ୍ଧା ଓ ସାରାଙ୍କୁ ଆଜି ଏନ୍‌ସିବିର ଜେରା

ସୁଶାନ୍ତ ସିଂ ମୃତ୍ୟୁ ମାମଲା; ’ମୁଖ୍ୟ ଅଭିଯୁକ୍ତଙ୍କୁ ଛାଡ଼ି ତଦନ୍ତ ଡ୍ରଗ୍ସ ଆଡ଼କୁ ମୁହାଁଉଛି କାହିଁକି ?’

କରୋନା ଆକ୍ରାନ୍ତ ବି ଦେବେ ଭୋଟ୍

ଲଦାଖରେ ବଡ଼ ଧରଣର ଭୂକମ୍ପ

You might also like