ନିର୍ବାଚନ ଲଢ଼ିବେ ଦେବେଗୌଡା

ନୂଆଦିଲ୍ଲୀ: ଜୁନ ୧୯ରେ ହେବାକୁ ଥିବା କର୍ଣ୍ଣାଟକ ରାଜ୍ୟସଭା ନିର୍ବାଚନ ଲଢ଼ିବେ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି ଦେବେଗୌଡା।  କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ଓ ଦଳର ବିଧାୟକଙ୍କ ଅନୁରୋଧ କ୍ରମେ ସେ ରାଜ୍ୟସଭା ନିର୍ବାଚନ ଲଢ଼ିବା ପାଇଁ ନିଷ୍ପତ୍ତି ନେଇଥିବା ଦେବେଗୌଡାଙ୍କ ପୁଅ ତଥା ପୂର୍ବତନ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ୱାମୀ ସୂଚନା ଦେଇଛନ୍ତି।

ଗତ କିଛି ଦିନ ଧରି ଦେବଗୌଡାଙ୍କ ପ୍ରାର୍ଥିତ୍ୱକୁ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା ଏବଂ କଂଗ୍ରେସର ସମର୍ଥନ ନେଇ ଅନିଶ୍ଚିତତା ମଧ୍ୟ ରହିଥିଲା। କିନ୍ତୁ ଏବେ କଂଗ୍ରେସର ସମର୍ଥନ ନେଇ ସବୁଜ ସଙ୍କେତ ମିଳିବା ପରେ ଦେବଗୌଡା ପ୍ରାର୍ଥୀ ହେବା ଏକ ପ୍ରକାର ନିଶ୍ଚିତ ହୋଇଛି। ଆଜି ସେ ନାମାଙ୍କନ ଦାଖଲ କରିବେ।

ଗତବର୍ଷ ସାଧାରଣ ନିର୍ବାଚନରେ ୮୭ ବର୍ଷୀୟ ଦେବେଗୌଡା ନିର୍ବାଚନ ଲଢ଼ିଥିଲେ। ହେଲେ ସେ ପରାଜିତ ହୋଇଥିଲେ।

ସୂଚନାଥାଉ କି, ଜୁନ୍‌ ୧୯ରେ କର୍ଣ୍ଣାଟକର ୪ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ।

ଆହୁରି ପଢ଼ନ୍ତୁ

କୃଷି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ରବି କିଶନଙ୍କୁ ମିଳୁଛି କି ହତ୍ୟା ଧମକ ?

ଜେଡିୟୁରେ ମିଶିଲେ ବିହାରର ପୂର୍ବତନ ଡିଜିପି

ଆଜି ଦିନକରେ ଯେତିକି ଆକ୍ରାନ୍ତ ଚିହ୍ନଟ ହେଲେ ତା’ଠୁ ଅଧିକ ସୁସ୍ଥ ହେଲେ

ନୀତୀଶଙ୍କ ଦଳରେ ମିଶିବେ ପୂର୍ବତନ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

‘କୃଷକ ଆତ୍ମନିର୍ଭର ଭାରତର ଆଧାର’

ଭାରତରେ ନାଁ ବଦଳାଇ ଲୋକପ୍ରିୟ ହେଉଛନ୍ତି ଚାଇନିଜ୍ ଆପ୍‌

ଜିଓକୁ ପଛରେ ପକାଇଲା ଏୟାର୍‌ଟେଲ୍‌

ମିରଟରେ ନିର୍ଭୟା ଘଟଣାର ପୁନରାବୃତ୍ତି: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣଦୁଷ୍କର୍ମ

ଅକ୍ସିଜେନ୍‌ ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ

You might also like