କରାେନା ସଂକ୍ରମଣକୁ ରୋକିବା ପାଇଁ ରାଜଧାନୀରେ ଲାଗୁ ହେବ ଏହି ଫର୍ମୂଲା

ଭୁବନେଶ୍ୱର: କରୋନା ସଂକ୍ରମଣ ରୋକିବା ପାଇଁ ରାଜଧାନୀରେ ଲାଗୁ ହେବ ଗଞ୍ଜାମ ଫର୍ମୂଲା। ଭୁବନେଶ୍ୱରରେ ସଂକ୍ରମଣ ରୋକିବାକୁ ବ୍ୟାପକ ହେଲଥ ସ୍କ୍ରିନିଂ କରାଯିବ। ଏଥିପାଇଁ ୫୬୫ ଟି ରାପିଡ୍ ରେସପନ୍ସ ଟିମ୍ ଗଠନ କରାଯାଇଛି। ଏମାନେ ବସ୍ତି ଓ ଅନ୍ୟ ଅଞ୍ଚଳରେ ହେଲଥ ସ୍କ୍ରିନିଂ କରିବେ।

ସେହିପରି ହୋମ ଆଇସୋଲେସନରେ ଥିବା ସଂକ୍ରମିତଙ୍କ ଘରୁ ବର୍ଜ୍ୟବସ୍ତୁ ସଂଗ୍ରହ କରିବ ବିଏମସି। ହୋମ ଆଇସୋଲେସନରେ ଥିବା ଲୋକଙ୍କ ସହ ଭିଡିଓ ଜରିଆରେ ରୋଗୀଙ୍କୁ ପରାମର୍ଶ ଦିଆଯିବ।

କରୋନା ଲକ୍ଷଣ ଥିବା ସନ୍ଦେହ କରୁଥିଲେ ୧୯୨୯ରେ କଲ୍ କରି ସମ୍ପୂର୍ଣ୍ଣ ତଥ୍ୟ ପାଇପାରିବେ ବୋଲି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର କୋଭିଡ୍ ଦାୟିତ୍ୱରେ ଥିବା ପାରୁଲ ପଟୁୱାରୀ।

ଆହୁରି ପଢ଼ନ୍ତୁ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

You might also like