ହାୱଡ଼ି ମୋଦି; ଆମେରିକାରେ ମୋଦିଙ୍କ ପୋଷ୍ଟର୍

ନୂଆଦିଲ୍ଲୀ: ଆସନ୍ତାକାଲି ଆମେରିକାର ହଷ୍ଟନ ସହରରେ ଅନୁଷ୍ଠିତ ହେବାକୁ ଯାଉଛି ହାଓଡ଼ି ମୋଦି କାର୍ଯ୍ୟକ୍ରମ। ଟେକ୍ସାସରେ ରହୁଥିବା ଭାରତୀୟ ସମୁଦାୟଙ୍କ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୋଦିଙ୍କ ସହ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିପାଇଁ ଆମେରିକାର ହଷ୍ଟନ୍‌ ସହରରେ ମୋଦିଙ୍କ ପୋଷ୍ଟର୍‌ ଛାଇ ଯାଇଛି।

ପ୍ରଥମ ଥର ପାଇଁ ଆମେରିକାରେ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ସେହି ଦେଶର ରାଷ୍ଟ୍ରପତି ଗୋଟିଏ ମଞ୍ଚରେ ଏକାଠି ହେବେ। NRG ଷ୍ଟାଡିୟମରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ପ୍ରାୟ ୫୦ ହଜାର ଲୋକଙ୍କ ସମାବେଶ ହେବ। ହଷ୍ଟନ ସମୟ ସକାଳ ୮ଟା ୪୫ରୁ ଦିନ ୧୨ଟା ୩୦ ଯାଏ କାର୍ଯ୍ୟକ୍ରମ ଚାଲିବ। ସପ୍ତାହ ବ୍ୟାପୀ ମୋଦିଙ୍କ ଆମେରିକା ଗସ୍ତକୁ ନେଇ କୁଟନୈତିକ ଉତ୍କଣ୍ଠା ମଧ୍ୟ ବଢ଼ିବାରେ ଲାଗିଛି । ଏ ଗସ୍ତ କାଳରେ ଟ୍ରମ୍ପଙ୍କ ସହ ମୋଦି ୨ ଥର ସାକ୍ଷାତ କରିବେ।

ଆହୁରି ପଢ଼ନ୍ତୁ

ଲଦାଖରେ ବଡ଼ ଧରଣର ଭୂକମ୍ପ

୧୬ ବର୍ଷର ଝିଅ ଆକାଉଣ୍ଟରେ ୧୦ କୋଟି ଟଙ୍କା !

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଏନ୍‌କାଉଣ୍ଟରରେ ଦୁଇ ଲସ୍କର ଆତଙ୍କୀ ନିହତ

Bihar Election 2020 Date:୩ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ, ଭୋଟ୍‌ ଗ୍ରହଣ ସମୟ ସୀମା ୧ ଘଣ୍ଟା ବୃଦ୍ଧି

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦକ୍ଷିଣ କୋରିଆ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିବା ପରେ ଜାଳିଦେଲେ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

ଭାରତରେ Harley-Davidsonର ପ୍ରଡକ୍ଟ ଓ ସେଲ୍ ବନ୍ଦ

ଗଲୱାନ ସଂଘର୍ଷରେ କେତେ ସୈନିକଙ୍କୁ ହରାଇଛି, ହିସାବ ଦେଲା ଚୀନ

୧୨ ବର୍ଷର ନାବାଳକଙ୍କ ସମେତ ୩ ଜଣଙ୍କ ଉପରେ ଚଢ଼ିଗଲା ବସ୍‌

କୃଷି ବିଲ୍‌ ବିରୋଧରେ ଚାଷୀଙ୍କ ‘ଭାରତ ବନ୍ଦ’ ଡାକରା ଆଜି

You might also like