ଲକଡାଉନ ସତ୍ତ୍ୱେ ପରୀକ୍ଷା ଶେଷ କଲା ଆଇଆଇଟି ଭୁବନେଶ୍ୱର

ଭୂବନେଶ୍ୱର: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଏଥିସହ ସରକାର ସମସ୍ତ ଶିକ୍ଷାନୁଷ୍ଠାନକୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ମଧ୍ୟରେ ଭାରତୀୟ ପ୍ରଜୁକ୍ତିବିଦ୍ୟା ଅନୁଷ୍ଠାନ (ଆଇଆଇଟି), ଭୁବନେଶ୍ୱର ଅନଲାଇନ ଜରିଆରେ ଏହାର ଶେଷ ବର୍ଷର ପରୀକ୍ଷା ସାରିଛି।

ଏହି ଅନୁଷ୍ଠାନରେ ଅଧ୍ୟୟନରତ ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ ସହ ପଞ୍ଜିକରଣ କରିଥିବା ଛାତ୍ରଛାତ୍ରୀ ଅନଲାଇନ ମାଧ୍ୟମରେ ଏହି ପରିକ୍ଷା ଦେଇଛନ୍ତି। ଅନୁଷ୍ଠାନର ସୂଚନା ମୁତାବକ ଏମ୍-ଟେକର ୧୬୭ ଜଣ, ବି-ଟେକର ୨୦୬ଜଣ, ଏମଏସସିର ୭୫ଜଣ, ପିଏଚ୍‌ଡିର ୪୨ଜଣ, ୩୬ଜଣ ସ୍ନାତକ ଛାତ୍ରଛାତ୍ରୀଙ୍କ ସହ ମୋଟ ୫୨୬ଜଣ ଏହି ପରୀକ୍ଷା ଦେଇଛନ୍ତି।

ଆଇଆଇଟି, ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର ରାଜକୁମାର କହିଛନ୍ତି ଯେ ପରୀକ୍ଷାକୁ ସୁନିୟନ୍ତ୍ରିତ କରିବା ସହ ଛାତ୍ରଛାତ୍ରୀଙ୍କୁ ସୁବିଧା ହେଲା ଭଳି ବ୍ୟବସ୍ଥା କରାଯାଇଥିଲା। ଏହି ପରୀକ୍ଷା ଜୁନ୍ ୨୪ତାରିଖ ଠାରୁ ୩୦ତିରାଖ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏହା ସଫଳ ହୋଇଥିବା ସେ ପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ

ହସ୍ପିଟାଲରୁ ଡିସଚାର୍ଜ ହେଲେ ଏହି ରାଜ୍ୟର ମୁଖ୍ୟମନ୍ତ୍ରୀ

ମୋଦି ସରକାରଙ୍କ EIA ଡ୍ରାଫ୍ଟକୁ ରାହୁଲ ଗାନ୍ଧିଙ୍କ ବିରୋଧ

ଆଣ୍ଡାମାନ ନିକୋବରକୁ ପ୍ରଧାନମନ୍ତ୍ରୀ ଦେଲେ ବଡ଼ ଉପହାର

୧୪ ବର୍ଷ ପରେ ମିଳିଲା ହଜି ଯାଇଥିବା ପର୍ସ, ଆଉ ସେଥିରୁ ବାହାରିଲା…

ସାବଧାନ ! ବିନା ଅର୍ଡରରେ ଘରେ ପହଞ୍ଚୁଛି କି ବିହନ ପ୍ୟାକେଟ ? ଭୁଲ୍‌ରେ ବି ଖୋଲନ୍ତୁନି

ଉଦ୍ଧାର ହେଲା ବିରଳ ପ୍ରଜାତିର ବିଷାକ୍ତ ସାପ

୨୪ ଘଣ୍ଟାରେ ଦେଶରେ ୬୨ ହଜାର ୬୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ପକ୍ଷୀମାନଙ୍କୁ ଦାନା ଖାଇବାକୁ ଦେଉଛି ଏକ ବର୍ଷର ଶିଶୁ, ଫଟୋ ଭାଇରାଲ

ବିଷ ଇଞ୍ଜେକ୍ସନ ଦେଇ ୧୧ ପାକିସ୍ତାନ ଶରଣାର୍ଥୀଙ୍କୁ ହତ୍ୟା କରାଯାଇଥିଲା

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ କରୋନା

ମାଟି ତଳୁ ଶୁଭିଲା କାନ୍ଦିବାର ଶବ୍ଦ, ଆଉ ତା’ପରେ…

ଏକ ମାସର ଶିଶୁ ଦେଲା କରୋନାକୁ ମାତ୍‌, ମା’ କ୍ଷୀରକୁ ଡାକ୍ତର କଲେ ଅସ୍ତ୍ର

You might also like