ଦୁଇ ଦିନର ବର୍ଷାରେ ତେଲଙ୍ଗାନାରେ ୫୦ ମୃତ

ହାଇଦ୍ରାବାଦ: ଦୁଇ ଦିନର ବର୍ଷା ବିତ୍ପାତରେ ତେଲଙ୍ଗାନାରେ ୫୦ ଜଣଙ୍କ ଜୀବନ ଯାଇଛି। କେବଳ ଗ୍ରେଟର ହାଇଦ୍ରାବାଦ ଅଞ୍ଚଳରେ ୩୧ଜଣଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ଏହା ସହ ଲଗାଣ ବର୍ଷା କାରଣରୁ ୬ ହଜାର କୋଟି ଟଙ୍କାର ଧନ ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି।

ଏବେ ବି ୬୪ରୁ ଅଧିକ ରିଲିଫ୍ କ୍ୟାମ୍ପରେ ୪୪ ହଜାରରୁ ଅଧିକ ବିପନ୍ନ ରହିଛନ୍ତି। ସେମାନଙ୍କ ଲାଗି ପ୍ରଶାସନ ପକ୍ଷରୁ ୪୫ ହଜାର ଶୁଖିଲା ଖାଦ୍ୟ ପୁଡ଼ିଆ ବଣ୍ଟନ କରାଯାଇଛି।

ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ ରାଜ୍ୟରେ ବର୍ଷା ବିତ୍ପାତ ଜନିତ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। କ୍ଷୟକ୍ଷତିର ଭରଣା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୧୩ ଶହ ୫୦ କୋଟିର ଆର୍ଥିକ ସହାୟତା ପ୍ରଦାନ କରିବାକୁ କେ.ସି. ରାଓ ଚିଠି ଲେଖିଛନ୍ତି।

ଆହୁରି ପଢ଼ନ୍ତୁ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ରୁ କେମିତି ଶେୟାର୍ ହେଲା ପର୍ଣ୍ଣୋଗ୍ରାଫିକ୍ ଭିଡିଓ ?‌

୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା; ଦୁଇ ଦିନରେ ୪ ମୃତ

ଡ୍ରଗ୍ସ କାରବାର ମାମଲାରେ ବିଚାର କରୁଥିବା NDPSର ସ୍ୱତନ୍ତ୍ର ବିଚାରପତିଙ୍କୁ ବୋମାମାଡ଼ ଧମକ: ଦୁଇ ଅଟକ

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ ହ୍ୟାକ୍

ଚୀନ୍‌ର କରୋନା ଭ୍ୟାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ: ବ୍ରାଜିଲ୍‌

ସନ୍ଧ୍ୟା ୬ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

୮୩ ଦିନ ପରେ ଆଶ୍ୱସ୍ତି; ଦିନକରେ ଚିହ୍ନଟ ହେଲେ ୫୦ ହଜାରରୁ କମ କରୋନା ଆକ୍ରାନ୍ତ

ଫେବ୍ରୁଆରି ସୁଦ୍ଧା ଦେଶର ଅଧା ଲୋକ କରୋନା ଆକ୍ରାନ୍ତ ହୋଇ ପାରନ୍ତି !

କଥା ଦେଇ କଥା ରଖିଲେ ରାହୁଲ, ଦୁଇ ଭଉଣୀଙ୍କୁ ଉପହାର ଦେଲେ ଘରର ଚାବି

କରୋନା ଆକ୍ରନ୍ତଙ୍କ ଖୁସି ପାଇଁ ନାଚିଲେ ଡାକ୍ତର, ଭିଡିଓ ଭାଇରାଲ

You might also like