ଚୀନକୁ ପଛରେ ପକାଇ ଭାରତର ବଡ଼ ସଫଳତା

ନୂଆଦିଲ୍ଲୀ: ମିଳିତ ଜାତିସଂଘ ECOSOCରେ ସ୍ଥାନ ପାଇଲା ଭାରତ। ଚୀନକୁ ପଛରେ ପକାଇ ୟୁନାଇଟେଡ୍ ନେସନ୍ସ ଇକୋନୋମିକ ଆଣ୍ଡ ସୋସିଆଲ୍ କାଉନସିଲରେ ଭାରତ ସଦସ୍ୟତା ହାସଲ କରିଛି।

ଭୋଟିଂ ବ୍ୟବସ୍ଥାରେ ଚୀନକୁ ପଛରେ ପକାଇ ସଦସ୍ୟତା ପାଇଛି। ଭାରତ ମହିଳା ସଶକ୍ତୀକରଣରେ ଉଲ୍ଲେଖନୀୟ କାର୍ଯ ପାଇଁ ଭାରତ ମନୋନୀତ ହୋଇଛି। ୨୦୨୧ରୁ ୨୦୨୫ ପଯର୍ୟନ୍ତ ୪ ବର୍ଷ ଧରି ସଦସ୍ୟ ଭାବେ କାମ କରିବ ଭାରତ।

ଭାରତ-ଚୀନ ମଧ୍ୟରେ ସୀମା ବିବାଦ ଚରମ ସୀମାରେ ପହଞ୍ଚିଛିା ଭାରତ ଚୀନର ଶତାଧିକ ଆପ୍‌କୁ ବ୍ୟାନ୍ କରିଛି । ଚୀନର ପିପୁଲ୍ସ ଲିବରେସନ୍ ଆର୍ମି (ପିଏଲଏ)ର ସେନା ଭାରତୀୟ ସୀମାରେ ଅନୁପ୍ରବେଶ କରିବାକୁ ପ୍ରୟାସ ଜାରି ରଖିଛନ୍ତି। ଅନ୍ୟପକ୍ଷରେ ଉଭୟ ଦେଶର ସେନା ପ୍ରତିନିଧିମାନେ ସୀମାରେ ଉତ୍ତେଜନା କମ୍ କରିବା ପାଇଁ ଲଗାତର ଆଲୋଚନା କରୁଛନ୍ତି।

ଆହୁରି ପଢ଼ନ୍ତୁ

ପାକିସ୍ତାନ ଅନୁପ୍ରବେଶକାରୀକୁ ଧରିଲା ସେନା; ୫ ହଜାର ପାକିସ୍ତାନୀ ଟଙ୍କା ଜବତ

‘ପାପ, ଭୁଲ ଓ ବେମାରୀକୁ ଛୋଟ ଭାବିବା ଉଚିତ ନୁହେଁ’

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ରୁ କେମିତି ଶେୟାର୍ ହେଲା ପର୍ଣ୍ଣୋଗ୍ରାଫିକ୍ ଭିଡିଓ ?‌

୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା; ଦୁଇ ଦିନରେ ୪ ମୃତ

ଡ୍ରଗ୍ସ କାରବାର ମାମଲାରେ ବିଚାର କରୁଥିବା NDPSର ସ୍ୱତନ୍ତ୍ର ବିଚାରପତିଙ୍କୁ ବୋମାମାଡ଼ ଧମକ: ଦୁଇ ଅଟକ

ଗୋଆ ଉପମୁଖ୍ୟମନ୍ତ୍ରୀଙ୍କ ମୋବାଇଲ୍‌ ହ୍ୟାକ୍

ଚୀନ୍‌ର କରୋନା ଭ୍ୟାକ୍ସିନ ସମ୍ପୂର୍ଣ୍ଣ ସୁରକ୍ଷିତ: ବ୍ରାଜିଲ୍‌

ସନ୍ଧ୍ୟା ୬ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

୮୩ ଦିନ ପରେ ଆଶ୍ୱସ୍ତି; ଦିନକରେ ଚିହ୍ନଟ ହେଲେ ୫୦ ହଜାରରୁ କମ କରୋନା ଆକ୍ରାନ୍ତ

ଫେବ୍ରୁଆରି ସୁଦ୍ଧା ଦେଶର ଅଧା ଲୋକ କରୋନା ଆକ୍ରାନ୍ତ ହୋଇ ପାରନ୍ତି !

କଥା ଦେଇ କଥା ରଖିଲେ ରାହୁଲ, ଦୁଇ ଭଉଣୀଙ୍କୁ ଉପହାର ଦେଲେ ଘରର ଚାବି

କରୋନା ଆକ୍ରନ୍ତଙ୍କ ଖୁସି ପାଇଁ ନାଚିଲେ ଡାକ୍ତର, ଭିଡିଓ ଭାଇରାଲ

You might also like