ଅଗଷ୍ଟ ୩୧ ଯାଏ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ

ନୂଆଦିଲ୍ଲୀ: କରୋନା ମହାମାରୀ ବ୍ୟାପୁଥିବାର ଦେଖି ସରକାର ଅନ୍ତର୍ଜାତୀୟ ବିମାନ ସେବାକୁ ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ସସପେଣ୍ଡ କରିବା ନେଇ ଘୋଷଣା କରିଛି ଡିରେକ୍ଟୋରେଟ୍ ଜେନେରାଲ୍ ଅଫ୍ ସିଭିଲ୍ ଆଭିଏସନ୍ (ଡିଜିସିଏ)। ଶୁକ୍ରବାର ଅପରାହ୍ଣରେ ଏହି ଘୋଷଣା କରାଯାଇଛି। କରୋନା ଲକଡାଉନ୍ ଯୋଗୁ ସମସ୍ତ ଅନ୍ତର୍ଜାତୀୟ ବ୍ୟବସାୟିକ ଉଡ଼ାଣ ବନ୍ଦ ରହିଛି।

ଅନ୍ତର୍ଜାତୀୟ ବିମାନ ସେବା ସସପେଣ୍ଡ ହେବା ଦ୍ୱାରା ଭାରତ ସରକାର ବିଦେଶରେ ଫସିଥିବା ସ୍ୱଦେଶୀଙ୍କୁ ଆଣିବା ପାଇଁ ‘ବନ୍ଦେ ଭାରତ ମିଶନ୍’ ଅଭିଯାନ ଜାରି ରଖିଛନ୍ତି। ଏଥିପାଇଁ ଏୟାର ଇଣ୍ଡିଆର ସହାୟତା ନିଆଯାଉଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କମର୍ଶିଆଲ୍ ବିମାନ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ସସପେଣ୍ଡ କରାଯାଇଥିଲା, ଯାହାକୁ ଏବେ ଅଗଷ୍ଟ ୩୧ ତାରିଖ ଯାଏ ବଢ଼ାଇ ଦିଆଯାଇଛି।

କେନ୍ଦ୍ରୀୟ ବେସାମରିକ ବିମାନଚଳାଚଳ ମନ୍ତ୍ରୀ ହରଦୀପ ସିଂହ କହିଥିଲେ, ଅନ୍ତର୍ଜାତୀୟ ବିମାନ ଆରମ୍ଭ କରିବା ପାଇଁ ଭାରତ ଅନ୍ୟ ଦେଶଗୁଡ଼ିକ ଉପରେ ନିର୍ଭର କରିବ। ଏହାସହ ବର୍ଷ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ ଭାବେ ଘରୋଇ ବିମାନକୁ ପୁଣିଥରେ ଆରମ୍ଭ କରାଯାଇପାରେ।

ଆହୁରି ପଢ଼ନ୍ତୁ

ରେଡ୍‌ ବେଳେ ୯ ଆତଙ୍କବାଦୀ ଗିରଫ, ଦେଶରେ ବଡ଼ ଧରଣର ହମ୍‌ଲା ପାଇଁ କରିଥିଲେ ଯୋଜନା

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ପ୍ଲେ’ ଷ୍ଟୋରକୁ ପୁଣି ଫେରିଲା Paytm

ଚୀନକୁ ଆଉଏକ ଝଟ୍‌କା, ଏହି ଦେଶରେ ବି ବ୍ୟାନ୍ ହେଲା TikTok

ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବିରାଟ୍, ଜବାବରେ ପ୍ରଧାନମନ୍ତ୍ରୀ କହିଲେ…

ଡ୍ରଗ୍ସ ଲିଙ୍କ୍ ମାମଲାରେ ଆଉଜଣେ ପେଡଲର୍ ଗିରଫ

ଏଣିକି କୁକୁରଙ୍କ ପାଇଁ ବ୍ଲଡ୍ ବ୍ୟାଙ୍କ୍

ମୃତ୍ୟୁ ପୂର୍ବରୁ ଶେଷଥର ପାଇଁ କାହାକୁ କଲ୍‌ କରିଥିଲେ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ଦିଶା ?

କରୋନା ପଜିଟିଭ୍‌ କହି ପତ୍ନୀଙ୍କ ପାଖରୁ ଖସିଗଲେ, ଗର୍ଲଫ୍ରେଣ୍ଡ୍‌ଙ୍କ ସହ ଧରାପଡ଼ିଲେ

ନୂଆ କୃଷି ବିଲ୍‌‌କୁ କାହିଁକି ଡରୁଛନ୍ତି ଚାଷୀ ?

ଦେଶରେ ଦିନକରେ ୯୬ହଜାର ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

ୱାଶ୍‌ରୁମ୍‌ରୁ ମିଳିଲା ଜଣାଶୁଣା ଫ୍ୟାଶନ୍‌ ଡିଜାଇନର୍‌ଙ୍କ ମୃତଦେହ

You might also like