ଦିନକରେ ଦେଶରେ ୩୭,୭୨୪ କରୋନା ଆକ୍ରାନ୍ତ ଚିହ୍ନଟ, ୬୪୮ ମୃତ

ନୂଆଦିଲ୍ଲୀ: ସାରା ଦେଶରେ କରୋନାର ପ୍ରକୋପ ଦିନକୁ ଭୟଙ୍କର ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ୩୭,୭୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪୮ଜଣଙ୍କ ମୃତ୍ୟୁ ଘଟିଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୨,୯୧୫ରେ ପହଞ୍ଚିଛି। ସେଥିମଧ୍ୟରୁ ଆକ୍ଟିଭ୍‌ କେସ୍‌-୪,୧୧,୧୩୩, ସୁସ୍ଥ-୭,୫୩,୦୫୦ ଓ ମୃତ୍ୟୁ ସଂଖ୍ୟା-୨୮,୭୩୨।

ମହାରାଷ୍ଟ୍ରରେ ୩ ଲକ୍ଷ ୨୭ ହଜାର ୩୧ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ମୃତକଙ୍କ ସଂଖ୍ୟା ୧୨ ହଜାର ୨୭୬ରେ ପହଞ୍ଚିଛି। ଦିଲ୍ଲୀରେ ୩ ହଜାର ୬୯୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ତାମିଲନାଡୁରେ ୨ ହଜାର ୬୨୬ ଓ ଗୁଜରାଟରେ ୨ ହଜାର ୧୯୬ ଜଣଙ୍କ ଜୀବନ ଯାଇଛି।

ଆହୁରି ପଢ଼ନ୍ତୁ

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

୨୪ ଘଣ୍ଟାରେ ସୁସ୍ଥ ହେଲେ ୪୧୦୧ କରୋନା ଆକ୍ରାନ୍ତ

ହ୍ୱାଟ୍ସଆପ୍‌ ଜରିଆରେ ଲୋକଙ୍କୁ ମିଳିବ କରୋନା ପରାମର୍ଶ

Bhubaneswar Corona News: ୩୦୫ କରୋନା ପଜିଟିଭ ଚିହ୍ନଟ, ୨୧୫ ଲୋକାଲ୍‌ କେସ

ଦେଶରେ ଦିନକରେ ୯୬ହଜାର ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଦିନକରେ ସୁସ୍ଥ ହେଲେ ୩୬୦୭ କରୋନା ଆକ୍ରାନ୍ତ

You might also like