ସୁପ୍ରିମକୋର୍ଟରେ ପଶିଲା କରୋନା

ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସର ସଙ୍କଟ ଜାରି ରହିଥିବାବେଳେ ସୁପ୍ରିମକୋର୍ଟର ଜଣେ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। କରୋନାରେ ସଂକ୍ରମିତ ହୋଇଥିବା କର୍ମଚାରୀ ୧୬ ଏପ୍ରିଲରେ କୋର୍ଟକୁ ଆସିଥିଲେ। ସେଠାରେ କାର୍ଯ୍ୟରତ ଦୁଇ ରେଜିଷ୍ଟ୍ରାରଙ୍କୁ କ୍ୱାରେଣ୍ଟାଇନ୍‌ରେ ରଖାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ ସହଯୋଗୀଙ୍କୁ ଚିହ୍ନଟ କରିବା ପାଇଁ ଖୋଜା ଚାଲିଛି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଭାରତରେ କରୋନା ଭାଇରସ୍ ସଂକ୍ରମଣ ସଂଖ୍ୟା ୨୮୩୮୦ ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୪୬୩ ଟି ନୂଆ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ମୃତ୍ୟୁସଂଖ୍ୟା ୬୦। ଦେଶରେ କରୋନା ଭାଇରସ ଯୋଗୁ ୮୮୬ ଜଣଙ୍କର ମୃତ୍ୟୁ ଘଟିଛି। ୬୩୬୨ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଦେଶରେ କରୋନା ଭାଇରସ ବୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଲକଡାଉନକୁ ମେ’ ୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

ଆହୁରି ପଢ଼ନ୍ତୁ

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

କରୋନା ଆରୋଗ୍ୟ ହାର: ଆମେରିକାକୁ ପଛରେ ପକାଇ ଭାରତ ଆଗରେ

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

୨୪ ଘଣ୍ଟାରେ ୯୩, ୩୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

କରୋନା ଭ୍ୟାକ୍‌ସିନ୍‌ ପରେ ଔଷଧ ତିଆରି କଲା ଋଷ

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

You might also like