ଅଭିନନ୍ଦନଙ୍କୁ ମିଳିବ ଶ୍ରେଷ୍ଠ ସାମରିକ ସମ୍ମାନ

ନୂଆଦିଲ୍ଲୀ : ବାୟୁସେନାର ଓ୍ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ତ୍ତମାନଙ୍କୁ ମିଳିବ ବୀର ଚକ୍ର ସମ୍ମାନ। ଅଭିନନ୍ଦନଙ୍କୁ ସମ୍ମାନିତ କରିବା ଲାଗି ବାୟୁ ସେନା ପକ୍ଷରୁ ସୁପାରିସ କରାଯାଇଛି। ବୀର ଚକ୍ର ହେଉଛି ତୃତୀୟ ବୃହତ୍ତମ ସାମରିକ ସମ୍ମାନ। ଆମେରିକାରେ ନିର୍ମିତ ପାକିସ୍ତାନୀ ଯୁଦ୍ଧ ବିମାନ ଏଫ୍-୧୬କୁ ଖସାଇ ଥିବାରୁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ।

ମିରାଜ-୨୦୦୦ର ପାଇଲଟ୍ ଅଭିନନ୍ଦନ ଫେବ୍ରୁଆରି ୨୭ରେ ପାକିସ୍ତାନ ଯୁଦ୍ଧ ବିମାନକୁ ଖସାଇ ଦେଇଥିଲେ। ଅନ୍ୟପକ୍ଷରେ ତାଙ୍କର ସୁରକ୍ଷାକୁ ନଜରରେ ରଖି ଶ୍ରୀନଗର ଏୟାରବେସ୍ ବାହାରେ ପଶ୍ଚିମାଞ୍ଚଳର କୌଣସି ଏକ ଗୁରୁତ୍ୱପୂର୍ଣ୍ଣ ଏୟାରବେସ୍‌ରେ ନିଯୁକ୍ତି ଦିଆଯିବ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

କୃଷି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ରବି କିଶନଙ୍କୁ ମିଳୁଛି କି ହତ୍ୟା ଧମକ ?

ଜେଡିୟୁରେ ମିଶିଲେ ବିହାରର ପୂର୍ବତନ ଡିଜିପି

ଆଜି ଦିନକରେ ଯେତିକି ଆକ୍ରାନ୍ତ ଚିହ୍ନଟ ହେଲେ ତା’ଠୁ ଅଧିକ ସୁସ୍ଥ ହେଲେ

ନୀତୀଶଙ୍କ ଦଳରେ ମିଶିବେ ପୂର୍ବତନ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

‘କୃଷକ ଆତ୍ମନିର୍ଭର ଭାରତର ଆଧାର’

ଭାରତରେ ନାଁ ବଦଳାଇ ଲୋକପ୍ରିୟ ହେଉଛନ୍ତି ଚାଇନିଜ୍ ଆପ୍‌

ଜିଓକୁ ପଛରେ ପକାଇଲା ଏୟାର୍‌ଟେଲ୍‌

ମିରଟରେ ନିର୍ଭୟା ଘଟଣାର ପୁନରାବୃତ୍ତି: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣଦୁଷ୍କର୍ମ

ଅକ୍ସିଜେନ୍‌ ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ

You might also like