ଚେନ୍ନାଇରେ ଆରମ୍ଭ ହେଲା ‘କୋଭାକ୍ସିନ’ର ହ୍ୟୁମାନ୍ ଟ୍ରାଏଲ୍

ଚେନ୍ନାଇ: ଚେନ୍ନାଇରେ ଭାରତର କରୋନା ଟିକା ‘କୋଭାକ୍ସିନ’ର ପ୍ରଥମ ପର୍ଯ୍ୟାୟ ମାନବ ପରୀକ୍ଷଣ ହୋଇଛି। ଚେନ୍ନାଇ ସ୍ଥିତ ଏସଆରଏମ୍ ମେଡିକାଲ କଲେଜ ହସ୍ପିଟାଲରେ ଏହାର ପରୀକ୍ଷଣ କରାଯାଇଛି।

ପୂର୍ବରୁ ଦିଲ୍ଲୀ ଏମ୍ସରେ ଏହାର ମାନବ ପରୀକ୍ଷଣ କରାଯାଇଛି। ଭାରତ ବାୟୋଟେକ୍ ଓ ICMR ମିଳିତ ପ୍ରୟାସରେ ପ୍ରସ୍ତୁତ କ୍ୟାଣ୍ଡିଡେଟ୍ ଭ୍ୟାକ୍ସିନ ‘କୋଭାକ୍ସିନ’କୁ ଦେଶର ପ୍ରଥମ ଟିକା ଭାବେ ମାନବ ପରୀକ୍ଷଣ ପାଇଁ ଅନୁମତି ମିଳିଛି।

ଏହାର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷଣ ପାଇଁ ଦେଶର ୧୨ଟି ସଂସ୍ଥାକୁ ଆଇସିଏମଆର ପକ୍ଷରୁ ଚୟନ କରାଯାଇଛି।

ଆହୁରି ପଢ଼ନ୍ତୁ

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

You might also like