୪୭ ଲକ୍ଷ ଟପିଲା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ୯୪ ହଜାରରୁ ଅଧିକ ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଭାରତରେ ୯୪, ୩୭୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧,୧୧୪ ଜଣଙ୍କ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୮,୫୮୬ରେ ପହଞ୍ଚିଛି। ସେହିପରି ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୭,୫୪,୩୫୬କୁ ଛୁଇଁଛି।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ, ଦେଶରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୭,୫୪,୩୫୬ରେ ପହଞ୍ଚିଛି। ସେଥିମଧ୍ୟରୁ ଆକ୍ଟିଭ୍‌ କେସ୍‌-୯,୭୩,୧୭୫ ଥିବାବେଳେ ୩୭,୦୨,୫୯୫ଜଣ ସୁସ୍ଥ ହୋଇଛନ୍ତି। ୭୮,୫୮୬ଜଣଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଉମା ଭାରତୀଙ୍କୁ କରୋନା

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

WHO ସତର୍କବାଣୀ; କରୋନାରେ ୨୦ ଲକ୍ଷ ଲୋକଙ୍କ ଜୀବନ ଯିବ

You might also like