ଲ୍ୟାଣ୍ଡର ବିକ୍ରମର ସନ୍ଧାନ ମିଳିଲା, ଖୁବ୍‌ ଶୀଘ୍ର ଯୋଗାଯୋଗ ହେବ

ନୂଆଦିଲ୍ଲୀ:ଚନ୍ଦ୍ରଯାନ-୨ ଯାତ୍ରା ସଫଳ ହୋଇଛି। ଚନ୍ଦ୍ରପୃଷ୍ଠରୁ ମାତ୍ର ୨.୧ କିମି ଦୂରରୁ ଲ୍ୟାଣ୍ଡର ବିକ୍ରମ ସହ ଯୋଗାଯୋଗ ବିଚ୍ଛିନ୍ନ ହବେ ପରେ ସାରା ବିଶ୍ୱ ହତାଶ ହୋଇପଡ଼ିଲା। ହେଲେ ଇସ୍ରୋ ବୈଜ୍ଞାନିକମାନେ ବିକ୍ରମର ସନ୍ଧାନ ପାଇଁ ଉଦ୍ୟମ ଜାରି ରଖିଥିଲେ। ଏହି ଉଦ୍ୟମ ଏବେ ସଫଳ ହୋଇଛି। ଲ୍ୟାଣ୍ଡର ବିକ୍ରମର ସନ୍ଧାନ ମିଳିଛି।

ନିଖୋଜ ଥିବା ଲ୍ୟାଣ୍ଡର ବିକ୍ରମ ଚନ୍ଦ୍ରପୃଷ୍ଠରେ ହିଁ ରହିଛି । ଆଜି ଏନେଇ ବିଧିବଦ୍ଧ ଭାବେ ଖବର ସରବରାହ ସଂସ୍ଥା ଏଏନ୍ଇଆକୁ ସୂଚନା ଦେଇଛନ୍ତି ଇସ୍ରୋ ମୁଖ୍ୟ କେ ସିବନ୍। ଅର୍ବିଟର୍ ଏନେଇ ଥର୍ମାଲ ଫଟୋ ଇସ୍ରୋକୁ ପଠାଇଛି ।

ଅବଶ୍ୟ ଏ ଯାଏ ବିକ୍ରମ୍ ସହ ଯୋଗାଯୋଗ ସମ୍ଭବ ହୋଇପାରିନି। ତେବେ  ବିକ୍ରମ ସହ ଯୋଗାଯୋଗ କରିବା ପାଇଁ ଇସ୍ରୋ ତାର ଚେଷ୍ଟା ଜାରି ରଖିଛି । ଏଦିଗରେ ଖୁବ୍ ଶୀଘ୍ର ସଫଳତା ମିଳିବ ବୋଲି ଇସ୍ରୋ ମୁଖ୍ୟ କହିଛନ୍ତି ।

ଆହୁରି ପଢ଼ନ୍ତୁ

ଶେଷ ଡିବେଟ୍‌ରେ ଭାରତର ବାୟୁପ୍ରଦୂଷଣ ଆମେରିକା ଠାରୁ ଖରାପ ବୋଲି କହିଲେ ଟ୍ରମ୍ପ

ତାଲିବାନ ଆତଙ୍କବାଦୀଙ୍କ ଆକ୍ରମଣରେ ୨୦ ଆଫଗାନୀ ଯବାନ ସହିଦ

ଝିଅ ବାହାଘରରେ ଖର୍ଚ୍ଚ କରିଥିଲେ ୪୮୫ କୋଟି, ଏବେ ଦେବାଳିଆ

ଖଣ୍ଡାରେ କାଟିଲେ ବର୍ଥ ଡେ’ କେକ୍‌, ଘରୁ ଉଠାଇ ନେଲା ପୋଲିସ୍‌

ବାପାଙ୍କୁ ପିଟିପିଟି ମାରିଦେଲା ୧୬ ବର୍ଷର ଝିଅ

ବୟସ ୧୪, ଉଚ୍ଚତା ୭ ଫୁଟରୁ ଅଧିକ

ନା ଅଛି ମୋବାଇଲ୍‌ ନା ଚପଲ, ତଥାପି ନିର୍ବାଚନ ଲଢ଼ୁଛନ୍ତି ୭୨ ବର୍ଷୀୟ ବୃଦ୍ଧ

ସପିଂ ମଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଆମେରିକାରେ କରୋନା ଆକ୍ରାନ୍ତଙ୍କୁ ଦିଆଯିବ ରେମେଡସିଭିର୍

୧୦ ଟଙ୍କାରେ ବିରିୟାନୀ ବିକୁଥିଲେ, ଉଠାଇ ନେଲା ପୋଲିସ୍‌

ଆଶ୍ୱସ୍ତିର ଖବର; କୋଭାକ୍ସିନକୁ ମିଳିଲା ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ଟ୍ରାଏଲ ଅନୁମତି

ପିଆଜ ଚୋରି କରି ବନ୍ଧା ହେଲେ

You might also like