ୟୁକେରେ ହେବ ଜଗନ୍ନାଥ ମନ୍ଦିର

ନୂଆଦିଲ୍ଲୀ: ୟୁକେର ସିଟି ଅଫ୍ ବାଥ୍‌ରେ ହେବ ଜଗନ୍ନାଥ ମନ୍ଦିର। କିଭଳି ବିଧି ବ୍ୟବସ୍ଥାରେ ମହାପ୍ରଭୁ ଜଗନ୍ନାଥଙ୍କ ମନ୍ଦିର ପ୍ରତିଷ୍ଠା ହୋଇପାରିବ, ସେ ବିଷୟରେ ଜାଣିବା ପାଇଁ ନିର୍ମାଣ ଦାୟିତ୍ୱରେ ଥିବା ପ୍ରତିନିଧି ମଣ୍ଡଳୀର କର୍ମକର୍ତ୍ତାମାନେ ପୁରୀ ଆସିଥିଲେ। ଜଗତଗୁରୁ ଶଙ୍କରାଚାଯର୍ୟ ଏବଂ ବରିଷ୍ଠ ସେବାୟତଙ୍କଠାରୁ ଏନେଇ ସେମାନେ ପରାମର୍ଶ ନେଇଥିଲେ।

ବରିଷ୍ଠ ସେବାୟତ ଇପସିତ୍ ପ୍ରତିହାରୀ ପ୍ରତିନିଧି ମଣ୍ଡଳୀକୁ ମହାପ୍ରଭୁଙ୍କ ବିଗ୍ରହ ଦେବା ସହ ମହାପ୍ରଭୁଙ୍କ ଫୁଲ, ତୁଳସୀ ଓ ମହାପ୍ରସାଦ ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ଏକ କୋଟିରୁ ଅଧିକ ଗ୍ରାହକ ଆଦୌ ଦେଇ ନାହାନ୍ତି ବିଜୁଳି ବିଲ୍

ଶେଷ ଡିବେଟ୍‌ରେ ଭାରତର ବାୟୁପ୍ରଦୂଷଣ ଆମେରିକା ଠାରୁ ଖରାପ ବୋଲି କହିଲେ ଟ୍ରମ୍ପ

ତାଲିବାନ ଆତଙ୍କବାଦୀଙ୍କ ଆକ୍ରମଣରେ ୨୦ ଆଫଗାନୀ ଯବାନ ସହିଦ

ଝିଅ ବାହାଘରରେ ଖର୍ଚ୍ଚ କରିଥିଲେ ୪୮୫ କୋଟି, ଏବେ ଦେବାଳିଆ

ଖଣ୍ଡାରେ କାଟିଲେ ବର୍ଥ ଡେ’ କେକ୍‌, ଘରୁ ଉଠାଇ ନେଲା ପୋଲିସ୍‌

ବାପାଙ୍କୁ ପିଟିପିଟି ମାରିଦେଲା ୧୬ ବର୍ଷର ଝିଅ

ବୟସ ୧୪, ଉଚ୍ଚତା ୭ ଫୁଟରୁ ଅଧିକ

ନା ଅଛି ମୋବାଇଲ୍‌ ନା ଚପଲ, ତଥାପି ନିର୍ବାଚନ ଲଢ଼ୁଛନ୍ତି ୭୨ ବର୍ଷୀୟ ବୃଦ୍ଧ

ସପିଂ ମଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଆମେରିକାରେ କରୋନା ଆକ୍ରାନ୍ତଙ୍କୁ ଦିଆଯିବ ରେମେଡସିଭିର୍

୧୦ ଟଙ୍କାରେ ବିରିୟାନୀ ବିକୁଥିଲେ, ଉଠାଇ ନେଲା ପୋଲିସ୍‌

ଆଶ୍ୱସ୍ତିର ଖବର; କୋଭାକ୍ସିନକୁ ମିଳିଲା ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ଟ୍ରାଏଲ ଅନୁମତି

You might also like