ସୀମାରୁ ୩ ଆତଙ୍କୀ ଗିରଫ, ୬ ଏକେ-୪୭ ଜବତ

ନୂଆଦିଲ୍ଲୀ: ହିଂସାକାଣ୍ଡ ସୃଷ୍ଟି ପାଇଁ ଉଦ୍ୟମ କରୁଥିବା ବେଳେ ୩ ଜଣ କୁଖ୍ୟାତ ଆତଙ୍କବାଦୀଙ୍କୁ ଜମ୍ମୁ-କଶ୍ମୀର ପୁଲିସ୍‌ ଗିରଫ କରିଛି। ଏମାନଙ୍କ ପାଖରୁ ୬ଟି ଏକେ-୪୭ ରାଇଫଲ ଜବତ ହୋଇଛି।

ଏହି ଆତଙ୍କବାଦୀଙ୍କୁ ପଞ୍ଜାବ ଓ ଜମ୍ମୁ-କଶ୍ମୀରର ସୀମାନ୍ତ ଲଖନପୁର ନିକଟରେ ସୁରକ୍ଷାକର୍ମୀ ଗିରଫ କରିବାରେ ସକ୍ଷମ ହୋଇଛନ୍ତି।

ସୂଚନା ଅନୁସାରେ, ଆଜି ସକାଳ ପ୍ରାୟ ୮ଟା ବେଳେ ଜମ୍ମୁ-ପଠାନକୋଟ୍‌ ଜାତୀୟ ରାଜପଥରେ ଚେକିଂ ଚାଲିଥିଲା। ଏହି ସମୟରେ କଶ୍ମୀରରୁ ପଞ୍ଜାବର ବାମୟାଲ ଯାଉଥିବା ଏକ ଟ୍ରକ୍‌କୁ ସୁରକ୍ଷାକର୍ମୀମାନେ ଅଟକାଇଥିଲେ। ଚେକିଂ ବେଳେ ଟ୍ରକ୍‌ ମଧ୍ୟରୁ ୬ଟି ଏକେ-୪୭ ରାଇଫଲ ଜବତ ହୋଇଛି। ଏହାପରେ ଟ୍ରକ୍‌ରେ ଥିବା ୩ ଜଣଙ୍କୁ ପୁଲିସ୍‌ ଗିରଫ କରିଛି।

ଆହୁରି ପଢ଼ନ୍ତୁ

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦକ୍ଷିଣ କୋରିଆ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିବା ପରେ ଜାଳିଦେଲେ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

ଭାରତରେ Harley-Davidsonର ପ୍ରଡକ୍ଟ ଓ ସେଲ୍ ବନ୍ଦ

ଗଲୱାନ ସଂଘର୍ଷରେ କେତେ ସୈନିକଙ୍କୁ ହରାଇଛି, ହିସାବ ଦେଲା ଚୀନ

୧୨ ବର୍ଷର ନାବାଳକଙ୍କ ସମେତ ୩ ଜଣଙ୍କ ଉପରେ ଚଢ଼ିଗଲା ବସ୍‌

କୃଷି ବିଲ୍‌ ବିରୋଧରେ ଚାଷୀଙ୍କ ‘ଭାରତ ବନ୍ଦ’ ଡାକରା ଆଜି

କମିଲା ସୁନା ଓ ରୂପା ଦର

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ଶିବାଙ୍ଗୀ ସିଂ ହେବେ ଲଢୁଆ ବିମାନ ରାଫେଲ୍‌ର ପ୍ରଥମ ମହିଳା ପାଇଲଟ୍‌

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

You might also like