୩ ଆତଙ୍କୀଙ୍କୁ ନିପାତ୍‌ କଲେ ସୁରକ୍ଷାକର୍ମୀ

ଶ୍ରୀନଗର: ଜମ୍ମୁ ଓ କାଶ୍ମୀରର ପୁଲୱାମାରେ ପୁଣି ଏନକାଉଣ୍ଟର ହୋଇଛି। ସୁରକ୍ଷାକର୍ମୀଙ୍କ ଅପରେସନରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । ତେବେ ସେମାନଙ୍କ ପରିଚୟ ମିଳିପାରିନି।  ଜମ୍ମୁ-କାଶ୍ମୀରରେ ୨୪ ଘଣ୍ଟା ମଧ୍ୟରେ ଏହା ଦ୍ୱୀତିୟ ଏନକାଉଣ୍ଟର।

ଆତଙ୍କବାଦୀମାନେ ଲୁଚିଥିବା ଖବର ପାଇ ଜାଦୁରା ଅଂଚଳରେ ଜମ୍ମୁ କାଶ୍ମୀର ପୋଲିସ, ସେନା, ସିଆରପିଏଫ୍ ପକ୍ଷରୁ ମିଳିତ ଅପରେସନ କରାଯାଇଥିଲା । ସେମାନଙ୍କ ଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଆତଙ୍କବାଦୀମାନେ କେଉଁ ସଂଗଠନର ସେ ସମ୍ପର୍କରେ ଜଣା ପଡିନାହିଁ ।

ଅନ୍ୟପକ୍ଷେ ଗୁଳି ବିନିମୟ ବେଳେ ଆହତ ଥିବା ଜଣେ ଯବାନ ସହିଦ ହୋଇଥିବା ସୂଚନା ମିଳିଛି।

ସୂଚନାଥାଉ କି, ଶୁକ୍ରବାର ଶୋପିଆନାରେ ଭାରତୀୟ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିଲା। ଯେଉଁଥିରେ ଭାରତୀୟ ସୁରକ୍ଷାକର୍ମୀ ୪ ଜଣ ଆତଙ୍କବାଦୀଙ୍କୁ ନିପାତ କରିଥିଲେ। ସେହିପରି ସୁରକ୍ଷାକର୍ମୀଙ୍କ କାର୍ଯ୍ୟାନୁଷ୍ଠାନରେ ଭୟଭୀତ ହୋଇ ଜଣେ ଆତଙ୍କବାଦୀ ଆତ୍ମସମର୍ପଣ କରିଥିଲା।।

 

ଆହୁରି ପଢ଼ନ୍ତୁ

ଗୋଟିଏ ପ୍ରଶ୍ନ ଦୀପିକାଙ୍କ ପାଇଁ ସାଜିଛି କଣ୍ଟା

ଦୀପିକା, ଶ୍ରଦ୍ଧା ଓ ସାରାଙ୍କୁ ଆଜି ଏନ୍‌ସିବିର ଜେରା

ସୁଶାନ୍ତ ସିଂ ମୃତ୍ୟୁ ମାମଲା; ’ମୁଖ୍ୟ ଅଭିଯୁକ୍ତଙ୍କୁ ଛାଡ଼ି ତଦନ୍ତ ଡ୍ରଗ୍ସ ଆଡ଼କୁ ମୁହାଁଉଛି କାହିଁକି ?’

କରୋନା ଆକ୍ରାନ୍ତ ବି ଦେବେ ଭୋଟ୍

ଲଦାଖରେ ବଡ଼ ଧରଣର ଭୂକମ୍ପ

୧୬ ବର୍ଷର ଝିଅ ଆକାଉଣ୍ଟରେ ୧୦ କୋଟି ଟଙ୍କା !

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଏନ୍‌କାଉଣ୍ଟରରେ ଦୁଇ ଲସ୍କର ଆତଙ୍କୀ ନିହତ

Bihar Election 2020 Date:୩ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ, ଭୋଟ୍‌ ଗ୍ରହଣ ସମୟ ସୀମା ୧ ଘଣ୍ଟା ବୃଦ୍ଧି

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦକ୍ଷିଣ କୋରିଆ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିବା ପରେ ଜାଳିଦେଲେ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

You might also like