ଖସି ପଳାଇଥିବା ଆତଙ୍କୀ ନିହତ

ଶ୍ରୀନଗର: ଜାମୁ ଓ କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ମିଳିଛି ପୁଣି ଏକ ସଫଳତା। ଗତ ସପ୍ତାହରେ ଜମ୍ମୁ-କଶ୍ମୀରର ଅନନ୍ତନାଗ ଠାରେ ହୋଇଥିବା ଏନ୍‌କାଉଣ୍ଟରରେ ଜଣେ ସିଆରପିଏଫ୍‌ ଯବାନ ଓ ୬ବର୍ଷ ଶିଶୁକୁ ହତ୍ୟା କରିଥିବା ଆତଙ୍କବାଦୀ(ଜାହିଦ ଡାସ) ସୁରକ୍ଷାକର୍ମୀଙ୍କ ଗୁଳିରେ ପ୍ରାଣ ହରାଇଛି। ପୋଲିସ ଏହି ସୂଚନା ଦେଇଛି।

ଗତକାଲି ବିଳମ୍ବିତ ରାତିରେ ଶ୍ରୀନଗରର ମାଲବାଗ ଅଞ୍ଚଳରେ ସ୍ପେଶାଲ ଅପରେସନ୍ସ ଗ୍ରୁପ୍ ଏବଂ CRPF ପକ୍ଷରୁ ମିଳିତ ଅଭିଯାନ ଆରମ୍ଭ କରାଯାଇଥିଲା, ଯେଉଁଥିରେ କୁଖ୍ୟାତ ଆତଙ୍କୀ ଜାହିଦ ଡାସ ପ୍ରାଣ ହରାଇଥିଲା।

କାଶ୍ମୀରର ଆଇଜିପି କହିଛନ୍ତି ଯେ ଆତଙ୍କବାଦୀଙ୍କୁ ହତ୍ୟା କରିବାରେ ଜାମ୍ମୁ-କାଶ୍ମୀର ପୋଲିସ ଓ ସିଆରପିଏଫ୍‌ (CRPF) ମିଳିତ ଭାବେ ଏକ ବଡ଼ ସଫଳତା ହାସଲ କରିଛନ୍ତି।

ଆହୁରି ପଢ଼ନ୍ତୁ

କେରଳ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଲେ ଏହି ଗୋଲ୍ଡ ମେଡାଲିଷ୍ଟ ପାଇଲଟ

ଏୟାର ଇଣ୍ଡିଆ ଫ୍ଲାଇଟ୍ କ୍ରାସ ଲ୍ୟାଣ୍ଡିଂ; ଦୁଇ ପାଇଲଟଙ୍କ ସମେତ ୧୫ ମୃତ

ବିଶ୍ୱ ପାଇଁ ସତର୍କ ଘଣ୍ଟି; ଚୀନ୍‌ରେ ମାତୁଛି ଆଉ ଏକ ଭୟଙ୍କର ଭୂତାଣୁ, ଗଲାଣି ୭ ଜୀବନ ୬୦ ଆକ୍ରାନ୍ତ

ଲୁଟେରୀ ଦୁଲହନ! ଫସେଇକି ଲୁଟିନେଲା କୋଟି କୋଟି ଟଙ୍କା

ଲକଡାଉନ୍‌ରେ ନିଆରା କାମ କରି ପ୍ରେରଣା ସାଜିଲେ ରାଜ୍ୟପାଳ

ସରିଲା ଅପେକ୍ଷା, ସେପ୍ଟେମ୍ବରରେ ଆସିବ କରୋନା ଭ୍ୟାକସିନ୍!

ଇଡିରେ ହାଜର ହେଲେ ରିୟା ଚକ୍ରବର୍ତ୍ତୀ

ସାବଧାନ! ଏହି ୬ଟି କାର୍ଯ୍ୟ କଲେ ହୋଇଯିବେ କାଙ୍ଗାଳ

ଚାଷୀଙ୍କ ପାଇଁ ଖୁସି ଖବର, ପ୍ରଥମଥର ପାଇଁ ଗଡ଼ିଲା ସ୍ୱତନ୍ତ୍ର ଟ୍ରେନ୍‌

ଭୂସ୍ଖଳନରେ ଚାଲିଗଲା ୫ ଜୀବନ

ଟ୍ରାକ୍ଟର ସାହାଯ୍ୟରେ ବାହାରିଲା ଗାଈ ଦୁଗ୍ଧ, ଭିଡିଓ ଶେୟାର କଲେ ମହିନ୍ଦ୍ରା ଗ୍ରୁପ୍‌ର ଚେୟାରମ୍ୟାନ୍‌

ଏବେ ‘ହ୍ୱାଟ୍ ଟୁ ଥିଙ୍କ୍’ ନୁହେଁ, ‘ହାଓ ଟୁ ଥିଙ୍କ୍’ ଉପରେ ଫୋକସ୍

You might also like