ଜନତା ଦଳ ରାଷ୍ଟ୍ରବାଦୀ ପାର୍ଟି ନେତାଙ୍କୁ ଗୁଳି କରି ହତ୍ୟା

ପାଟନା: ଜନତା ଦଳ ରାଷ୍ଟ୍ରବାଦୀ ପାର୍ଟି ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏନେଇ ଜାତୀୟ ଗଣମାଧ୍ୟ ଏନ୍‌ଆଇରେ ଖବର ପ୍ରକାଶ ପାଇଛି। ଜନତା ଦଳ ରାଷ୍ଟ୍ରବାଦୀ ପାର୍ଟିର ନେତା ନାରାୟଣ ସିଂହଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ରିପୋର୍ଟ ପ୍ରକାଶ ପାଇଛି। ଏହି ଘଟଣାରେ ଦୁଇଜଣଙ୍କ ଗିରଫ କରିଛି ପୋଲିସ।

ବିହାରରେ ନିର୍ବାଚନ ହାୱା ବୋହୁଥିବା ବେଳେ ଗୁଳି ଫୁଟିଛି। ଦୁର୍ବୃତ୍ତମାନେ ଜଣେ ରାଜନେତାଙ୍କୁ ହତ୍ୟା କରିଛନ୍ତି। ତେବେ କାହିଁକି ନାରାୟଣ ସିଂହଙ୍କୁ ହତ୍ୟା କରାଗଲା ସେ ନେଇ ଏପର୍ଯ୍ୟନ୍ତ କୌଣସି ଖବର ମିଳିନାହିଁ।

ଆହୁରି ପଢ଼ନ୍ତୁ

କାଲି ଭାରତ ବନ୍ଦ, ଗଡ଼ିବନି ଅଖ-ଚକ

ହେଡ୍‌ଫୋନ୍‌ ଲଗାଇ ରେଲ୍‌ୱେ ଟ୍ରାକ୍‌ରେ ମର୍ଣ୍ଣିଂ ୱାକ୍‌ କରୁଥିଲେ; ମାଡ଼ି ଆସିଲା ଟ୍ରେନ୍‌, ତା’ପରେ…

ଦେଶବ୍ୟାପୀ ଆରଟିପିସିଆର ଟେଷ୍ଟର ସମାନ ମୂଲ୍ୟ ଧାର୍ଯ୍ୟ କର: ସୁପ୍ରିମ୍‌କୋର୍ଟ

ବ୍ୟାଙ୍କ୍‌ ନୋଟ୍‌ ଦ୍ୱାରା ବ୍ୟାପିବ କି କରୋନା ସଂକ୍ରମଣ ? ସାମ୍ନାକୁ ଆସିଲା ନୂଆ ତଥ୍ୟ

ଭୀଷଣ ବାତ୍ୟାର ରୂପ ନେଇ ଆଜି ଲ୍ୟାଣ୍ଡଫଲ୍‌ କରିପାରେ ‘ନିଭାର’, ହାଇ ଆଲର୍ଟ ଜାରି

ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କ ପରଲୋକ

ଖୁବ୍‌ ଶୀଘ୍ର ବଜାରରେ ଉପଲବ୍ଧ ହେବ ‘ସ୍ପୁଟନିକ୍-ଭି’

ଜୀବନକୁ ବାଜି ଲଗାଇ ଚାରି ଜଣଙ୍କୁ ବଞ୍ଚାଇଲା ଗର୍ଭବତୀ କୁକୁର

ଶକ୍ତି ଗୋଟାଉଛି ନିଭାର, ୧୨୦ କିଲୋମିଟର ବେଗରେ ବହିବ ପବନ

ପୁଣି ୪୩ ଚାଇନିଜ୍ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର

କରୋନା ଟିକା ନେଇ କ’ଣ ସୂଚନା ଦେଲେ ପ୍ରଧାନମନ୍ତ୍ରୀ ?

ହଠାତ୍‌ ଲାଲ୍‌ ହୋଇଗଲା ନଦୀର ପାଣି, ଦୋଷୀକୁ ଧରାଇ ଦେଲେ ମିଳିବ ପୁରସ୍କାର

You might also like