ଜେଟ୍‌ ଏୟାରୱେଜ୍‌ ଛାଡ଼ିଲେ ଡେପୁଟି ସିଇଓ ଅମିତ୍‌ ଅଗ୍ରୱାଲ

ନୂଆଦିଲ୍ଲୀ: ଆର୍ଥିକ ସଙ୍କଟ ଯୋଗୁ ବିମାନ ଚଳାଚଳ ବନ୍ଦ ରଖିଥିବା ଜେଟ୍‌ ଏୟାରୱେଜ୍‌ କମ୍ପାନୀକୁ ପୁଣିଥରେ ଝଟ୍‌କା ଲାଗିଛି। କମ୍ପାନୀର ଡେପୁଟି ସିଇଓ ତଥା ମୁଖ୍ୟ ଆର୍ଥିକ ଅଧିକାରୀ ଅମିତ୍‌ ଅଗ୍ରୱାଲ ମଙ୍ଗଳବାର ଦିନ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ନିଜ ଇସ୍ତଫାପତ୍ର ପଠାଇଥିଲେ ହେଁ ପଦ ଛାଡ଼ିବାର କାରଣ ସମ୍ପର୍କରେ କୌଣସି ସୂଚନା ଦେଇନାହାନ୍ତି।

୧.୨ ବିଲିୟନ୍ ଡଲାର ଋଣରେ ବୁଡ଼ି ରହିଥିବା ଜେଟ୍ ଏୟାରୱେଜ୍ ପାଇଲଟଙ୍କ ଠାରୁ ଆରମ୍ଭ କରି ଅନ୍ୟାନ୍ୟ ଅଧିକାରୀଙ୍କୁ ଦରମା ଦେଇପାରୁ ନାହିଁ। ଦିନକୁ ଦିନ କମ୍ପାନୀ ଉପରେ ଚାପ ବଢ଼ିବାରେ ଲାଗିଛି। ଏପରି ସ୍ଥିତିରେ ଅମିତ୍‌ଙ୍କ ଇସ୍ତଫା କମ୍ପାନୀର ଚିନ୍ତାକୁ ଦୁଇଗୁଣ କରିଛି।

ଅମିତ୍‌ ଅଗ୍ରୱାଲ ଡେପୁଟି ସିଇଓ ପଦରୁ ଇସ୍ତଫା ଦେଇଥିଲେ ହେଁ ତାଙ୍କ ସ୍ଥାନରେ ଏଯାଏ କାହାକୁ ନୂଆ ନିଯୁକ୍ତି ମିଳିନାହିଁ। ୨୦୧୫ରେ ଅମିତ୍‌ କମ୍ପାନୀର ମୁଖ୍ୟ ଆର୍ଥିକ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ।

ଆହୁରି ପଢ଼ନ୍ତୁ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

ଚାଇନା ରାଷ୍ଟ୍ରପତିଙ୍କୁ ନିନ୍ଦା କଲେ ଦଣ୍ଡ ୧୮ ବର୍ଷ ଜେଲ

୨୦୧୫ରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ ଖର୍ଚ୍ଚ ହୋଇଛି ୫୦୦ କୋଟିରୁ ଅଧିକ ଟଙ୍କା

ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍‌ ପଡ଼ିଲା ଆଳୁ, ପିଆଜ, ଡାଲି

କେବେଠୁ ହେବ ୟୁଜି ଓ ପିଜି କ୍ଲାସ? ଜାଣନ୍ତୁ…

ସବୁଜିମାରେ ହସିବ ମରୁଭୂମି; ୭ ଘଣ୍ଟାରେ ହୋଇପାରିବ ଚାଷ ଉପଯୋଗୀ

୨୮ରୁ ଏହି ରାଜ୍ୟରେ ଖୋଲିବ ସ୍କୁଲ

ଦୀପିକାଙ୍କୁ କଙ୍ଗନାଙ୍କ କଟ୍ଟାକ୍ଷ: ‘ମାଲ୍ ହେ କ୍ୟା’

ବିରାଟ୍ କୋହଲିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ମୋଦି

You might also like