ଘର ଭିତରୁ ମିଳିଲା JMM ନେତା ଓ ତାଙ୍କ ପତ୍ନୀଙ୍କ ମୃତଦେହ

ଧନ୍‌ବାଦ୍‌: JMM (Jharkhand Mukti Morcha) ନେତା ଶଙ୍କର ରୱାନି ଓ ତାଙ୍କ ପତ୍ନୀଙ୍କ ମୃତଦେହ ଘର ଭିତରୁ ମିଳିଛି। ଉଭୟଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ଆଜି ସକାଳେ ଉଭୟଙ୍କ ମୃତଦେହ ଧନ୍‌ବାଦ୍‌ ଜିଲ୍ଲାରେ ସେମାନଙ୍କ ଘର ଭିତରୁ ଉଦ୍ଧାର କରାଯାଇଛି।

ପୋଲିସ୍ ସୂଚନା ଅନୁସାରେ, ଶଙ୍କର ରୱାନି ଓ ତାଙ୍କ ପତ୍ନୀ ଉଭୟଙ୍କ ଶରୀରରେ ଗୁଳି ଓ ଛୁରାମାଡ଼ର ଚିହ୍ନ ରହିଥିବା ଦେଖିବାକୁ ମିଳିଛି। ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ବେଳେ ରବିବାର ସକାଳେ ସେମାନଙ୍କର ମୃତଦେହ ଉଦ୍ଧାର କରାଯାଇଥିଲା।

ହତ୍ୟାକାଣ୍ଡ ପରେ ଅପରାଧୀମାନେ ବାହାର ପଟୁ ଘରର କବାଟ ଲକ୍‌ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି।

ଅନ୍ୟପକ୍ଷରେ, ଅପରାଧୀଙ୍କୁ ଧରିବା ପାଇଁ ପୋଲିସ୍‌ ଛାନ୍‌ଭିନ୍ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ

କରୋନା ଆକ୍ରନ୍ତଙ୍କ ଖୁସି ପାଇଁ ନାଚିଲେ ଡାକ୍ତର, ଭିଡିଓ ଭାଇରାଲ

‘ମୋଦି-ଟ୍ରମ୍ପ୍‌ଙ୍କ ସମ୍ପର୍କ ଅତି ନିବିଡ଼’

କମଳନାଥଙ୍କ ବିବାଦୀୟ ବୟାନକୁ ନେଇ ତାତିଲେ ଇମରତୀ ଦେବୀ, କହିଲେ….

ପାକିସ୍ତାନ ଛାଡ଼ିଲେ ଏହି ପପୁଲାର୍‌ ଟିକ୍‌ଟକ୍‌ ଷ୍ଟାର, ପାକିସ୍ତାନୀଙ୍କୁ ଦୋଷ ଦେଇ କହିଲେ…

ପାକିସ୍ତାନରେ ତେଜୁଛି ବିରୋଧୀଙ୍କ ସ୍ୱର: କବାଟ ଭାଙ୍ଗି ନୱାଜ ସରିଫଙ୍କ ଜ୍ୱାଇଁଙ୍କୁ ଉଠାଇ ନେଲା‌ ପୋଲିସ

ଆତ୍ମଘାତୀ କାର୍‌ ବିସ୍ଫୋରଣରେ ୧୨ ମୃତ, ୧୨୦ ଆହତ

ଆଜିଠୁ ଏହିସବୁ ରାଜ୍ୟରେ ଖୋଲିଲା ସ୍କୁଲ୍‌

ମିଜୋରାମ-ଆସାମ ସୀମାନ୍ତରେ ବଢୁଛି ଉତ୍ତେଜନା, କଡ଼ାକଡ଼ି ହେଲା ସୁରକ୍ଷା ବ୍ୟବସ୍ଥା

ଦେଶରେ ଗୋଷ୍ଠୀ ସଂକ୍ରମଣ ହୋଇଥିବା ସ୍ୱୀକାର କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ଗ୍ୟାଙ୍ଗଷ୍ଟର ଟାଇଗରକୁ ମାରିଦେଲେ

ଦୁଇ ମହିଳା ଗାଡ଼ିରୁ ଡେଇଁ ପଡ଼ିବା ଦେଖି କାର୍‌ର ପିଛା କଲେ ଲୋକେ, ତା ପରେ…

ଧାରା ୩୭୦ ଉଚ୍ଛେଦକୁ କରୋନା ଭାଇରସ ସହିତ ତୁଳନା କଲେ ଜାମ୍ମୁ ଓ କାଶ୍ମୀର ନେତା

You might also like