ଭାରତୀୟ ବାୟୁସେନାର ଆକ୍ରମଣ ପରେ ଛାନିଆ ପାକିସ୍ତାନ

ଇସ୍‌ଲାମାବାଦ : ବାଲାକୋଟ୍‌ରେ ଭାରତୀୟ ବାୟୁସେନାର ଅତର୍କିତ ଆକ୍ରମଣ ପରେ ପାକିସ୍ତାନ ଛାନିଆ ହୋଇଯାଇଛି। ଏହି ସ୍ଥିତିର ମୁକାବିଲା ପାଇଁ ଆଜି ପାକିସ୍ତାନ ସଂସଦର ଜରୁରୀକାଳୀନ ମିଳିତ ଅଧିବେଶନ ଡକାଯାଇଛି।

ଏଲ୍‌ଓସି ଉଲ୍ଲଂଘନ କରିଥିବା ଭାରତର ଆଚରଣକୁ ଉଚିତ୍ ଜବାବ୍‌ ଦିଆଯିବ ବୋଲି ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହା ମେହମ୍ମୁଦ୍ କ୍ୟୁରେସି କହିଛନ୍ତି। ଏମିତିକି ଭାରତ ବିରୋଧରେ ଜାତିସଂଘରେ ଫେରାଦ୍‌ ହେବାକୁ ମଧ୍ୟ ଇସ୍‌ଲାମାବାଦ ସଜବାଜ ହେଉଛି।

ପାକିସ୍ତାନ ସେନା ମୁଖ୍ୟ, ପ୍ରତିରକ୍ଷା ଓ ବୈଦେଶିକ ମନ୍ତ୍ରୀଙ୍କ ସହ ଜରୁରୀ ବୈଠକ ପରେ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍‌ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଉଭୟ ସେନା ଓ ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

ଚାଇନା ରାଷ୍ଟ୍ରପତିଙ୍କୁ ନିନ୍ଦା କଲେ ଦଣ୍ଡ ୧୮ ବର୍ଷ ଜେଲ

୨୦୧୫ରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ ଖର୍ଚ୍ଚ ହୋଇଛି ୫୦୦ କୋଟିରୁ ଅଧିକ ଟଙ୍କା

ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍‌ ପଡ଼ିଲା ଆଳୁ, ପିଆଜ, ଡାଲି

କେବେଠୁ ହେବ ୟୁଜି ଓ ପିଜି କ୍ଲାସ? ଜାଣନ୍ତୁ…

ସବୁଜିମାରେ ହସିବ ମରୁଭୂମି; ୭ ଘଣ୍ଟାରେ ହୋଇପାରିବ ଚାଷ ଉପଯୋଗୀ

You might also like