କରୋନା ଆକ୍ରାନ୍ତ ସାମ୍ୱାଦିକଙ୍କ ସଂସ୍ପର୍ଶରେ ଆସି ୪ମନ୍ତ୍ରୀ ହୋମ୍‌ କ୍ୱାରେଣ୍ଟିନରେ

କର୍ଣ୍ଣାଟକ: କର୍ଣ୍ଣାଟକ ସରକାରଙ୍କ ଚାରିଜଣ ମନ୍ତ୍ରୀ ଏବେ ହୋମ୍‌ କ୍ୱାରେଣ୍ଟିନ୍‌ରେ ଅଛନ୍ତି।। ସ୍ଥାନୀୟ ଚ୍ୟାନେଲରେ କାର୍ଯ୍ୟ କରୁଥିବା ଜଣେ ଭିଡିଓ ସାମ୍ବାଦିକଙ୍କ ସଂସ୍ପର୍ଶରେ ଆସିଥିବାରୁ ସେମାନଙ୍କୁ କ୍ୱାରେଣ୍ଟିନରେ ଖାଯାଇଛି।

ସାମ୍ୱଦିକ ଜଣକ କରୋନା ଭାଇରସରେ ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା। ତେଣୁ ଏମାନଙ୍କୁ କ୍ୱାରେଣ୍ଟିନ୍‌ରେ ରଖାଯାଇଛି। ଏହି ମନ୍ତ୍ରୀମାନଙ୍କ ମଧ୍ୟରେ ରାଜ୍ୟର ଉପ-ମୁଖ୍ୟମନ୍ତ୍ରୀ ଡକ୍ଟର ଅଶ୍ୱତ ନାରାୟଣ ଅଛନ୍ତି। ସମସ୍ତେ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରହିଥିବା ନେଇ ନିଜ ନିଜର ଟ୍ୱିଟରେ ସୂଚନା ଦେଇଛନ୍ତି।

ଉପ-ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଅନ୍ୟ ତିନିଜଣ ମନ୍ତ୍ରୀ ହେଉଛନ୍ତି ରାଜ୍ୟର ଗୃହମନ୍ତ୍ରୀ ବସଭାରାଜ ବମ୍ମାଇ, ଡାକ୍ତର ଓ ଶିକ୍ଷାମନ୍ତ୍ରୀ ଡକ୍ଟର ସୁଧାକର ଓ ପର୍ଯ୍ୟଟନ ମନ୍ତ୍ରୀ ସି.ଟି ରବି । ତେବେ ସେମାନେ ଏକଥା ମଧ୍ୟ କହିଛନ୍ତି ଯେ,  ସେମାନେ ନିଜର କରୋନା ପରୀକ୍ଷା କରାଇଥିଲେ । କିନ୍ତୁ ସେମାନଙ୍କ ରିପୋର୍ଟ ନେଗେଟିଭ୍‌ ଆସିଥିଲା। ତଥାପି ସେମାନେ କ୍ୱାରେଣ୍ଟିନ୍‌ରେ ଅଛନ୍ତି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

କରୋନାର ଭୟଙ୍କର ପ୍ରଭାବ ବିଷୟରେ କ’ଣ କହିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ?

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଉମା ଭାରତୀଙ୍କୁ କରୋନା

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

WHO ସତର୍କବାଣୀ; କରୋନାରେ ୨୦ ଲକ୍ଷ ଲୋକଙ୍କ ଜୀବନ ଯିବ

You might also like